ଶ୍ରୀ ଅରବିନ୍ଦ ସ୍କୁଲରେ ହିନ୍ଦୀ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୫ ସ୍ଥିତ ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲରେ ହିନ୍ଦୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜଳି ଶତପଥୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ତଥା କବି କୁଞ୍ଜବିହାରୀ ରାଉତ ଓ!-->…
Read More...
Read More...