ଚୋରମରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତମାଖୁ ମୁକ୍ତ ଯୁବ ଅଭିଯାନ ପାଳିତ

ଦେଓଗାଁ : ଦେଓଗାଁ ବ୍ଲକ ଅନ୍ତର୍ଗତ ଚୋରମରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତମାଖୁ ମୁକ୍ତ ଯୁବ ଅଭିଯାନ ପାଳିତ ହୋଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ସୁପରଭାଇଜର ଖୁସିରାମ ମେହେର,
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା -୨୦୨୫ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ଉପରଝର ଠାରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ତିନିଦିନ ଧରି ହେବାକୁ ଥିବା ଏହି ପ୍ରତିଯୋଗିତାର ଉଦଘାଟନୀ ଉତ୍ସବରେ ଦେଓଗାଁ
Read More...

ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସଦରମହକୁମା ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ କରାଯାଇଛି । ଏହି ଅବସରରେ ବଲାଙ୍ଗିରରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ
Read More...

ସେବିକାଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ କାର୍ଯ୍ୟରତ ସେବିକା ଶ୍ରୀମତୀ କୁମୁଦିନୀ ମହାନ୍ତିଙ୍କୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସଭାପତି ପୃଥ୍ୱୀରାଜ ସାହୁ ସଭାପତିତ୍ୱ କରିଥିବା ବେଳେ
Read More...

ପୀତବାସ ପଣ୍ଡା ହତ୍ୟା ମାମଲାର ମାଷ୍ଟର ମାଇଣ୍ଡ ପିଣ୍ଟୁ ଦାସ ଫୁଲବାଣୀ ଜେଲରେ : ବଢ଼ିଲା ସୁରକ୍ଷା ବ୍ୟବସ୍ଥା

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଶିବଶଙ୍କର ଦାସ, ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସର୍କଲ ଜେଲକୁ
Read More...

ସଙ୍କୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ବିକାଶ ଦିବସ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସାଲେଭଟାଠାରେ ଲୋଇସିଂହା ସଙ୍କୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ବିକାଶ ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପ୍ରାନ୍ତ ନିରୀକ୍ଷକ ଅଶ୍ୱିନୀ କୁମାର ନାୟକ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରିଥିଲେ ।
Read More...

ତୁଷୁରା ପୋଲିସ ଆନୁକୂଲ୍ୟରେ ସାଇବର ସୁରକ୍ଷା ଅଭିଯାନ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ପୋଲିସ ଆନୁକୂଲ୍ୟରେ ସ୍ଥାନୀୟ ବାଳକ ହାଇସ୍କୁଲ ପଡିଆଠାରେ ଥାନା ଅଧିକାରୀ ମନୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଏନ୍‌ଏ‌ସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ପାଲ ଯୋଗ ଦେଇ
Read More...

ରାଷ୍ଟ୍ରୀୟ ଏକତା ଦିବସରେ, ମିନି ମାରାଥନ ଦୌଡ଼

ମୁନିଗୁଡା, (ରମାକାନ୍ତ ପଡାଲ) : ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲେକ୍ଷେ ରାଷ୍ଟ୍ରୀୟ ଏକତା ପାଇଁ ଓଡ଼ିଶା ପୋଲିସ ତରଫରୁ ରନଫର ୟୁନିଟି ଗଣ ଦୌଡ କାର୍ଯ୍ୟକ୍ରମ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଥିବାବେଳେ ରାୟଗଡ଼ା ଜିଲ୍ଲା ଅମ୍ବାଦଳା, ମୁନିଗୁଡା,
Read More...

ଅକ୍ଟୋବର ୨୨ ତାରିଖରୁ ନିଖୋଜ ଥିବା ଝିଅର ମିଳୁନି ପତ୍ତା – ଥାନା ବାହାରେ ପରିବାର ଲୋକଙ୍କ ଧାରଣା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ୱାର୍ଡ ନମ୍ବର ଦୁଇ ମେହେର ପଡ଼ା ନିବାସୀ ରମେଶ କୁମାର ମେହେର ଓ ଅହଲ୍ୟା ମେହେରଙ୍କ ଝିଅ (୧୪) ଗତ ଅକ୍ଟୋବର ମାସର ୨୨ ତାରିଖରୁ ନିଖୋଜ ଥିବା ଟିଟିଲାଗଡ଼ ଥାନାରେ ଲିଖିତ ଅଭିଯୋଗ କରିବା ସହ ଆମ ଝିଅଙ୍କୁ ଖୋଜିକି ଆଣି ଦିଅନ୍ତୁ ବୋଲି
Read More...

ଲାଞ୍ଚ ମାମଲାରେ ଆଗଲପୁର ତହସିଲର ପୂର୍ବତନ ସେକ୍ସନ ଅଫିସର ଦଣ୍ଡିତ

ଲୋଇସଂହା, (ବିମଳେନ୍ଦୁ ସାହୁ) : ଗତ ୨୦୨୨ ମସିହାରେ ବେଇଆନ ବାଲି ଗଚ୍ଛିତ ଓ ଚାଲାଣ ପାଇଁ ଲାଗୁ ହୋଇଥିବା ଜରିମାନାକୁ ସମ୍ପୂର୍ଣ୍ଣ ଛାଡ କରିବା ପାଇଁ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଆଗଲପୁର ତହସିଲର ତତ୍କାଳୀନ ସେକ୍ସନ ଅଫିସର କିଶୋରଚନ୍ଦ୍ର ଖର୍ସେଲ
Read More...