ଗଞ୍ଜାମ ଜିଲ୍ଲାସ୍ତରୀୟ ଗୁରୁ ଦିବସ ସମାରୋହ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା

ଗୁରୁ ଶିଷ୍ୟ ପରମ୍ପରା ଏକ ମହନୀୟ ସମକକ୍ଷର ସଂପର୍କତା : ମନ୍ତ୍ରୀ ବିଭୁତି ଭୂଷଣ ଜେନା ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଷ୍ଟାଡିୟମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ମହା ଆଡମ୍ବର…
Read More...

ଗୁରୁ ଦିବସ ଓ ଜିଲ୍ଲାସ୍ତରୀୟ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଜର୍ଜ ହାଇସ୍କୁଲ ଖେଳ ପଡିଆରେ ଗୁରୁ ଦିବସ ଓ ଜିଲ୍ଲାସ୍ତରୀୟ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ ଆଦିତ୍ୟ ଗୋୟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ କୁମାର…
Read More...

ଶିକ୍ଷକମାନେ ହେଉଛନ୍ତି ମଣିଷଗଢ଼ା କାରଖାନାର କୁଶଳୀ ଇଂଜିନିୟର- ମନ୍ତ୍ରୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଆୟୋଜିତ ପବିତ୍ର ଗୁରୁ ଦିବସ ଅବସରରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଉପସ୍ଥିତ ସମସ୍ତ ଶିକ୍ଷକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା…
Read More...

ପୂଜ୍ୟପାଦ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୬୯ତମ ଜନ୍ମଦିବସ ଉପଲକ୍ଷେ ବିଶ୍ୱାତ୍ମ ଚେତନା ପରିଷଦ ତରଫରୁ ‘ରକ୍ତଦାନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେପ୍ଟେମ୍ବର ୫ ତାରିଖ ଦିନ ପୂଜ୍ୟପାଦ ଶ୍ରୀ ସ୍ଵାମୀଜୀ ମହାରାଜଙ୍କ ପବିତ୍ର ୬୯ତମ ଜନ୍ମ ଦିବସ ଉପଲକ୍ଷେ ବିଶ୍ଵାତ୍ମ ଚେତନା ପରିଷଦ ତରଫରୁ ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ ପରିସରରେ 'ରକ୍ତଦାନ ଶିବିର'ର ଆୟୋଜନ କରାଯାଇଥିଲା । ଏହି ଅବସରରେ…
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ପବିତ୍ର ଗୁରୁ ଦିବସ ଓ ତିଥି ଭୋଜନ ମହା ସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପବିତ୍ର ଗୁରୁ ଦିବସ ଓ ତିଥି ଭୋଜନ ମହା ସମାରୋହରେ ପାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ…
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସରେ ଅନନ୍ୟ ଗୁରୁ ପୂଜନ

ସୋନପୁର, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟ ସଭା ଗୃହରେ ଗୁରୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦୀନବନ୍ଧୁ…
Read More...

ବାଲିଗୁଡାରେ ଗୁରୁ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଖ୍ୟାତ ଦାର୍ଶନିକ, ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣରନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ…
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗୁରୁବାର ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଟିଟିଲାଗଡ଼ ଠାରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ୟାମସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଥିବା ଗୁରୁ ଦିବସ ଉତ୍ସବରେ ସ୍ଥାନୀୟ ଅଞ୍ଚଳର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଭାକର ପାଢୀ…
Read More...

ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ଧାର୍ଯ୍ୟ ପାଇଁ ଦାବୀ ପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ସ୍ଥିର କରିବା ପାଇଁ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ସି.ଏସ୍‌.ସି ଭିଏଲଇ ସଂଘ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି । ମାଗଣାରେ ସୁଭଦ୍ରା ଯୋଜନା ପଞ୍ଜିକରଣ କରିପାରିବୁ ନାହିଁ ବୋଲି…
Read More...

ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଆଜି ବଲାଙ୍ଗିର ବ୍ଲକ ଅନ୍ତର୍ଗତ କୁଡାସିଂହା ବୁଢାଡଙ୍ଗର କଲେଜ ପରିସରରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲା ଆଇନ…
Read More...