ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ
ବଲାଙ୍ଗିର, (କେପିଏନ୍ଏସ୍) : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଆଜି ବଲାଙ୍ଗିର ବ୍ଲକ ଅନ୍ତର୍ଗତ କୁଡାସିଂହା ବୁଢାଡଙ୍ଗର କଲେଜ ପରିସରରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲା ଆଇନ!-->…
Read More...
Read More...