ବାଲିଗୁଡ଼ାରେ ଘରୋଇ ଚକ୍ଷୁ ଡାକ୍ତରଖାନାର ଉଦ୍‌ଘାଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଖୋଲିଲା ଘରୋଇ ଚକ୍ଷୁ ଡାକ୍ତରଖାନା "ଦାଶ ଚକ୍ଷୁ ଚିକିତ୍ସାଳୟ" । ଜିଲ୍ଲା ଭାରପ୍ରାପ୍ତ ଚିକିତ୍ସାଧିକାରୀ ବିଜୟ କୁମାର ପଣ୍ଡା ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ରିବନ କାଟି ଚକ୍ଷୁ ଚିକିତ୍ସାଳୟର ଶୁଭ…
Read More...

ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପ୍ରଗତିବାଦୀର ଭଗୀରଥ ଥିଲେ ରଘୁନାଥ ଦାସ : ଚନ୍ଦ୍ରଶେଖର ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟାନୁଷ୍ଠାନ କଲଚରାଲ ଏକାଡେମୀ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ଅବସରରେ କାବ୍ୟ କବିତା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ବରିଷ୍ଠ କର୍ମକର୍ତ୍ତା…
Read More...

ସ୍ଥାନୀୟ ବା ଦେଶୀ ଭାଷା ସାକ୍ଷରତା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : 'ସ୍ଥାନୀୟ ବା ଦେଶୀ ଭାଷା ସାକ୍ଷରତା ଦିବସ' ହେଉଛି ଏକ ଉତ୍ସାହଜନକ ଉତ୍ସବ ଯାହା ପ୍ରାଥମିକ ଜାତିର ଲୋକମାନଙ୍କର ସମୃଦ୍ଧ କାହାଣୀ, ସଂସ୍କୃତି ଏବଂ ଭାଷାକୁ ସମ୍ମାନିତ କରେ । ଏହା ସୁଦୂର ଆଦିବାସୀ ସମ୍ପ୍ରଦାୟର ସମ୍ମୁଖୀନ ହେଉଥିବା ସାକ୍ଷରତା ଆହ୍ଵାନ…
Read More...

ପ୍ରଗତି ଉତ୍କଳ ସଂଘରେ ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ଐତିହାସିକ ତଥା ଗବେଷକ ଡଃ. ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଉପଲକ୍ଷେ ପ୍ରଗତି ଉତ୍କଳ ସଂଘରେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଅତିଥି ତଥା ଉପସ୍ଥିତ ସଦସ୍ୟ ମାନେ ଡଃ. ସାହୁଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ…
Read More...

ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ସ୍ଵାଗତ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଗୃହବିଜ୍ଞାନ ବିଭାଗରେ ନବାଗତା ପ୍ରଥମ ବାର୍ଷିକ ଛାତ୍ରୀମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥ ସଭାପତିତ୍ଵ…
Read More...

ବୃନେଇର ସୁଲତାନ ହାଜି ହସନାଲ ବୋଲକିଆଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବନ୍ଦର ସେରୀ ବେଗାୱାନର ଇସ୍ତାନା ନୁରୁଲ ଇମାନରେ ପହଞ୍ଚିଥିଲେ, ଯେଉଁଠାରେ ତାଙ୍କୁ ବୃନେଇର ମହାମହିମ ସୁଲତାନ ହାଜି ହସନାଲ ବୋଲକିଆ ଉତ୍ସାହର ସହ ସ୍ୱାଗତ କରିଥିଲେ । ଭବ୍ୟ ନିମନ୍ତ୍ରଣ ପାଇଁ ପ୍ରଧାନମନ୍ତ୍ରୀ ମହାମହିମଙ୍କୁ…
Read More...

ପ୍ରଧାନମନ୍ତ୍ରୀ ଜନମନ ଯୋଜନାର ସଚେତନତା ଶିବିର ଓ ପ୍ରମାଣ ପତ୍ର ବଣ୍ଟନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ମୁନିଗୁଡା ବ୍ଲକର ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସକଟା ଗ୍ରାମରେ ପ୍ରଧାନମନ୍ତ୍ରୀ ଜନମନ ଯୋଜନାର ସଚେତନତା ଶିବିର ଓ ଜାତି, ଆୟ ଓ ବାସିନ୍ଦା ପ୍ରମାଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜଙ୍ଗଲ ଜମି ସଂଯୋଜକ ରାମକୃଷ୍ଣ…
Read More...

୫ ମହଲା ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର : ୫ ମହଲା ଛାତରୁ ଡେଇଁ ପଡ଼ିଲେ ଆଇଆଇଟି ଛାତ୍ରୀ । ଅରୁଗୁଳ ଆଇଆଇଟି କ୍ୟାମ୍ପସରୁ ଜଣେ ତୃତୀୟ ବର୍ଷ ବିଟେକ୍ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର ଦିଲ୍ଲୀରେ ଥିବା ବେଳେ ତାଙ୍କ ନାମ କ୍ରୀତିକା ରାଜ ବୋଲି ଌଣାପଡିଛି । ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ…
Read More...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକ ମୃତ

ଭଞ୍ଜନଗର : ଘର ରଙ୍ଗ କାର୍ଯ୍ୟ କଲାବେଳେ ୩୩ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକ ମୃତ । ମୃତ ଜଣକ ଭଞ୍ଜନଗର ଥାନା ବାଲିଆପଟ୍ଟା ଗ୍ରାମର ଅକ୍ଷୟ ନାୟକ ବୋଲି ଜଣାପଡିଛି । ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମୋହନା କଲେଜ ଛକରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, ମୋହନା…
Read More...

ପାଟଣାଗଡ ପାର୍ସଲ ବୋମା ଘଟଣା : କୋର୍ଟରେ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା କୋର୍ଟରେ ବିଚାରାଧୀନ ଥିବା ବେଳେ ପାଟଣାଗଡ ଏଡିଜେଙ୍କ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ତତ୍କାଳୀନ କ୍ରାଇମ୍ ବ୍ରାଞ୍ଚ ଆ.ଇଜି ଅରୁଣ ବୋଥ୍ରା । ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ଇତି…
Read More...