ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତାରେ ବଲାଙ୍ଗିରକୁ ୧୦ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କଟକର ନେତାଜୀ ଇନ୍‌ଡୋର ଷ୍ଟଡିୟମ୍‌ ଠାରେ ଓଡିଶା ଟାଇକଣ୍ଡୋ ଏସୋସିଏସନ୍‌ ତରଫରୁ ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଏକ…
Read More...

ବଲାଙ୍ଗିର ଗାନ୍ଧୀ ପାଠାଗାର ଟିକ୍ରାପଡାରେ ଚଳିତ ବର୍ଷ ସାର୍ବଜନୀନ ଦୁର୍ଗାପୂଜାର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚଳିତ ବର୍ଷ ବଲାଙ୍ଗିର ଗାନ୍ଧୀ ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡାର ୫୭ତମ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଗାନ୍ଧୀ ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସମ୍ପାଦକ ପ୍ରଦୀପ ସାହୁ ଗତ…
Read More...

ମୋଟ୍‌ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ମୋଟ୍‌ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ ମଞ୍ଜୁର କରାଯାଇଛି ।୧. ଡିଜିଟାଲ୍‌ କୃଷି ମିଶନ :…
Read More...

ବ୍ଲକସ୍ତରୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଡାକ୍ତରୀ ପରୀକ୍ଷା ଓ ସହାୟକ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ସମଲେଇଚୁଆଁ ଠାରେ ସମଗ୍ର ଶିକ୍ଷା ସୁବର୍ଣ୍ଣପୁର ଆନୁକୂଲ୍ୟରେ ବ୍ଳକ ଶିକ୍ଷା କାର୍ଯ୍ୟାଳୟ ଡୁଙ୍ଗୁରିପାଲି ଦ୍ଵାରା ବ୍ଲକସ୍ତରୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଡାକ୍ତରୀ…
Read More...

ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ଆଇଏସ୍‌ଏମ୍‌) ଅଧୀନରେ ଆଉ ଏକ ସେମିକଣ୍ଡକ୍ଟର ୟୁନିଟ୍‌କୁ କ୍ୟାବିନେଟ୍‌ ମଞ୍ଜୁରି

ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍‌ର ବିକାଶରେ ନିରନ୍ତର ଅଭିବୃଦ୍ଧି ନୂଆଦିଲ୍ଲୀ, (ପିଆଇବି) : ଏକ ଗତିଶୀଳ ସେମିକଣ୍ଡକ୍ଟର ଇକୋସିଷ୍ଟମ୍ ବିକଶିତ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଗୁଜରାଟର ସାନନ୍ଦ ଠାରେ ଏକ…
Read More...

ବାବା ବିଶାଶହେ କୁଲୁତା ସମାଜର ଜିଲ୍ଲାସ୍ତରୀୟ କମିଟି ଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରଣେଶ୍ୱର ରାମଚଣ୍ଡି ପୀଠ ହର୍ଡାଟାଲ କେନ୍ଦ୍ର ଠାରେ ଇଷ୍ଟଦେବୀଙ୍କ ପୂଜାର୍ଚ୍ଚନା ପରେ ବାବା ବିଶାଶହେ କୁଲୁତା ସମାଜର ନୂତନ କମିଟି ଗଠିତ ହୋଇଯାଇଛି । ବେଲାର ସିଂ ଭୋଇଙ୍କ ସଭାପତିତ୍ୱରେ ବଲାଙ୍ଗିର ଜିଲ୍ଲାର ୩୦ଟି ଆଂଚଳିକ କେନ୍ଦ୍ରର ସଭାପତି ସମ୍ପାଦକ ଓ…
Read More...

ଓଡିଶା ବ୍ରାହ୍ମଣ ଶାସ୍ତ୍ରୀୟ ଆଲୋଚନା ମଞ୍ଚ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶା ବ୍ରାହ୍ମଣ ଶାସ୍ତ୍ରୀୟ ଆଲୋଚନା ମଞ୍ଚ ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ପରିସରରେ ପ୍ରଥମ ମୈତ୍ରୀ ସମ୍ମିଳନୀ ଓଡ଼ିଶାରୁ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଅନେକ ଶାସ୍ତ୍ର ବିଶାରଦ ପଣ୍ଡିତ କର୍ମକାଣ୍ଡୀ…
Read More...

ଟିଟିଲାଗଡ଼ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଦୁର୍ଘଟଣା : ୧୦ ଗୁରୁତରଙ୍କୁ ବଲାଙ୍ଗିର ସ୍ଥାନାନ୍ତର

ଟିଟିଲାଗଡ଼, (ସଂଜୟ କୁମାର ନାୟକ) : ଆଜି ଅପରାହ୍ନ ପାଖାପାଖି ଅକ୍ଷଚଇଟା ସମୟରେ ଟିଟିଲାଗଡ଼ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଦୁଇଟି ଅଟୋ ଓ ଗୋଟିଏ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଏହି ଦୁର୍ଘଟଣାରେ ୧୦ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ପ୍ରଥମେ ସମସ୍ତ ଆହତଙ୍କୁ ଟିଟିଲାଗଡ଼…
Read More...

ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ : ଗଞ୍ଜେଇ ସହ ମୋବାଇଲ ଓ ବାଇକ ଜବତ, ୨ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକଠାରେ ଏକ ବାଇକ ନଂ. ଓଡି-୦୩-ୱାଇ- ୪୪୬୪ ଯୋଗେ…
Read More...

ସାପଲହର ସେବାଶ୍ରମରେ ଶିକ୍ଷକ ଅଭାବରୁ ସ୍କୁଲରେ ତାଲା : ରାସ୍ତା କଡ଼ରେ ଛାତ୍ରଛାତ୍ରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସାପଲହର ଗାଁରେ ଥିବା ସାପଲହର ସେବାଶ୍ରମର ଛାତ୍ରୀବାସରେ ରହି ପାଠପଢୁଥିବା ୧୧୪ ଜଣ ଛାତ୍ରୀ ଓ ପ୍ରଥମ ରୁ ପଞ୍ଚମ ଶ୍ରେଣୀରେ ପାଠପଢ଼ା ହେଉଥିବା ୧୮୬ ଛାତ୍ରଛାତ୍ରୀ ଅଛନ୍ତି । ସେମାନଙ୍କର ପାଠପଢା ପାଇଁ ଜଣେ ପ୍ରଧାନ…
Read More...