ମୁନିଗୁଡ଼ା ପୋଲିସର ବଡ ସଫଳତା : ୧୫ ଲକ୍ଷ ଟଙ୍କାର ଚୋରି ସାମଗ୍ରୀ ସହ ୧୦ ଗିରଫ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ପୋଲିସକୁ ମିଳିଛି ସଫଳତା । ବହି ଦିନ ଧରି ବିଭିନ୍ନ ବିଦ୍ୟାଳୟ ଓ ଅଙ୍ଗନଓ୍ୱାଡି କେନ୍ଦ୍ରରୁ ଏଲ୍‌ଇଡି, ଟିଭି, ଇନ୍‌ଭଟର ଓ ବ୍ୟାଟେରୀ ଚୋରି କରିଥିବା ରାକେଟ୍‌ ପର୍ଦ୍ଦାଫାଶ କରିଛି ମୁନିଗୁଡ଼ା ପୋଲିସ । ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୫…
Read More...

ଜେଏସ୍‌ଏମ୍‌ କଲେଜ ଅଫ୍ ଆର୍ଟ, ସାଇନ୍ସ ଏବଂ ବାଣିଜ୍ୟ ଠାରେ ‘ସ୍ମାର୍ଟଫୋନ୍ ପରି ସ୍ମାର୍ଟ ହେବା’ ପ୍ରସଙ୍ଗ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶୁକ୍ରବାର ଦିନ ଜେଏସ୍‌ଏମ୍‌ କଲେଜ ଅଫ୍ ଆର୍ଟ, ସାଇନ୍ସ ଏବଂ ବାଣିଜ୍ୟ ଠାରେ 'ସ୍ମାର୍ଟଫୋନ୍ ପରି ସ୍ମାର୍ଟ ହେବା' ପ୍ରସଙ୍ଗରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପିକାଙ୍କୁ ନେଇ ଏକ ଅନ୍ତର୍ନିହିତ ସେମିନାର୍‌ ଆୟୋଜନ କରାଯାଇ ବ୍ୟକ୍ତିଗତ ବିକାଶ ପ୍ରତି ଛାତ୍ରଛାତ୍ରୀ…
Read More...

ଘୁଷୁରାମୁଣ୍ଡାରେ ମୁରିବାହାଲ ଡ଼ିଗ୍ରୀ କଲେଜ ପକ୍ଷରୁ ସ୍ୱତନ୍ତ୍ର ଜାତୀୟ ସେବା ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ପୋଷ୍ୟ ଗ୍ରାମ ଘୁଶୁରାମୁଣ୍ଡାରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମସ୍ତ ସ୍ୱେଚ୍ଛାସେବୀ…
Read More...

ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୦ତମ ପ୍ରତିଷ୍ଠା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଛି । ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ । ଛାତ୍ରଛାତ୍ରୀ ସାଧନାରତ ଭାବେ ପାଠ ପଢିବା ସହିତ…
Read More...

ସଂସ୍କୃତ ପାଇଁ ସମର୍ପିତ ବ୍ୟକ୍ତିତ୍ୱ ଥିଲେ ପ୍ରଫେସର୍ ପ୍ରହଲ୍ଲାଦ ପ୍ରଧାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କମ୍ ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶନିବାର ସଂସ୍କୃତ ଦିବସ ଓ ବେଦ ପ୍ରଚାର ସପ୍ତାହର ଉଦ୍‌ଯାପନୀ ସମାରୋହ ଅନୁଷ୍ଟିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଟିତ ଏହି…
Read More...

ପଦ୍ମପୁର ଅଂଚଳ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଦ୍ୱାରା ନବାଗତ ମାନଙ୍କୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଅଂଚଳ ମହାବିଦ୍ୟାଳୟର କନ୍‌ଫରେନ୍ସ ହଲ୍‌ ଠାରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ବାଣିଜ୍ୟ ବିଭାଗ ଦ୍ୱାରା ଯୁକ୍ତ ୨ ଓ ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଅଧ୍ୟକ୍ଷ ଶ୍ରୀ ପଣ୍ଡା…
Read More...

ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍କୁଲର…
Read More...

ପ୍ରଧାନ ଶିକ୍ଷକଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଚନ୍ଦନଭାଟି ସାଧନ କେନ୍ଦ୍ର ଅଧିନସ୍ଥ ସାଲେପାଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ କୁମାର ମିଶ୍ରଙ୍କୁ ସାଧନ କେନ୍ଦ୍ର ଚନ୍ଦନଭାଟି ତରଫରୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥଲା । ସିନ୍ଦୁରବାହାଳ ବିଦ୍ୟାଳୟରେ…
Read More...

ଆଞ୍ଚଳିକ ପୁର୍ନବାସ ଓ ଗବେଷଣା କେନ୍ଦ୍ର ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସମାଜ କଲ୍ୟାଣ ଅନୁଷ୍ଠାନ ଆଞ୍ଚଳିକ ପୁର୍ନବାସ ଓ ଗବେଷଣା କେନ୍ଦ୍ର (ଆର୍. ଆର୍. ଆର୍. ସି) ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଆଜି ସେକ୍ଟର-୨ ସ୍ଥିତ କମ୍ୟୁନିଷ୍ଟ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ଆର୍. ଆର୍. ଆର୍. ସି…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଇଛି । ଏହି ଅବସରରେ ଶ୍ରୀ ପଣ୍ଡା ପ୍ରଥମେ ସମସ୍ତଙ୍କୁ ସ୍ଵାଗତ ଜଣାଇ ନିଜ ଅଭିଭାଷଣରେ କ୍ରୀଡାର ଉପଯୋଗୀତା ଉପରେ…
Read More...