ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଇଛି । ଏହି ଅବସରରେ ଶ୍ରୀ ପଣ୍ଡା ପ୍ରଥମେ ସମସ୍ତଙ୍କୁ ସ୍ଵାଗତ ଜଣାଇ ନିଜ ଅଭିଭାଷଣରେ କ୍ରୀଡାର ଉପଯୋଗୀତା ଉପରେ…
Read More...

ରୋତ କଲେଜ ଅଧ୍ୟକ୍ଷଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଓ ସରସ୍ୱତୀଙ୍କ ପ୍ରତିମା ସ୍ଥାପନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ରଥ ଆଜି ଅବସର ନେଇଥିବାରୁ ତାଙ୍କ ଉଦ୍ଦେଶ୍ୟରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା ପରିଷଦର ସଭାପତି କାହ୍ନୁଚରଣ…
Read More...

ଭିଜିଲାନ୍ସ ଜାଲରେ ବାରିପଦା ଟାଉନ ଥାନା ଏଏସ୍‌ଆଇ

ବାରିପଦା : ଭିଜିଲାନ୍ସ ଜାଲରେ ବାରିପଦା ଟାଉନ ଥାନା ଏଏସ୍‌ଆଇ ରାମଚନ୍ଦ୍ର ସୋରେନ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ବାରିପଦା ଭିଜିଲାନ୍ସ ବିଭାଗ । ବାରିପଦା ଭିଜିଲାନ୍ସ ଆଡିସନାଲ ଏସ୍‌ପି ହରେକୃଷ୍ଣ ମାଝୀଙ୍କ ନେତୃତ୍ୱରେ ଯାଇଥିବା ଟିମ୍ ଏଏସ୍‌ଆଇଙ୍କୁ ଧରିଥିବା ଜଣାପଡିଛି ।…
Read More...

ମୃତ ଦାଦନ ଶ୍ରମିକ ସ୍ୱର୍ଗତ ଭୋଜରାଜ ପୁରୁଆଙ୍କ ପରିବାରଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ବୁବେଲ ପଂଚାୟତ ଅନ୍ତର୍ଗତ ବେଲବାହାଲି ଗ୍ରାମର ଯୁବ ଦାଦନ ଶ୍ରମିକ ଭୋଜରାଜ ପରୁଆ (୩୫) ପରିବାର ପ୍ରତିପୋଷଣ ପାଇଁ ତାମିଲନାଡୁର କୋୟମ୍ମାଟୁର ଠାରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ସେଠାରେ ଛାତ ଉପରୁ ଖସିପଡି ଗତ ୨୨ ତାରିଖ ଦିନ…
Read More...

ଏବିଡ଼ିଓ ପ୍ରଦୀପ୍ତ ନାୟକଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ୍ତ କୁମାର ନାୟକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପର୍ବ ବ୍ଲକ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ବର୍ଷ ଧରି ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକରେ ଏବିଡ଼ିଓ ପଦବୀରେ କାର୍ଯ୍ୟକରି…
Read More...

ଭାରତୀୟ କିଶାନ ସଂଘ ବଲାଙ୍ଗିର ଜିଲ୍ଲାର ଜିଲ୍ଲାସ୍ତରୀୟ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଆର୍ଯ୍ୟ ସମାଜ ମନ୍ଦିର ପ୍ରାଙ୍ଗଣରେ ଭାରତୀୟ କିଶାନ ସଂଘର ଜିଲ୍ଲାସ୍ତରୀୟ ବୈଠକ ଡଃ. ଶଶୀ ଭୂଷଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଅଛି । ତହିଁରେ ଭାରତୀୟ କିଶାନ ସଂଘ ଓଡିଶାର କାର୍ଯ୍ୟକାରୀଣି ସଦସ୍ୟ ରାଧାକୃଷ୍ଣ ମେହେର ମାର୍ଗଦର୍ଶକ ଭାବରେ…
Read More...

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିମାନଙ୍କୁ ନେଇ ତୃଟିଶୂନ୍ୟ ସଂକ୍ଷିପ୍ତ ଭୋଟର ତାଲିକା କାର୍ଯ୍ୟକ୍ରମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ଏହି ବୈଠକରେ…
Read More...

ସ୍ୱାୟତ୍ତ ଶାସନ ଦିବସ ଅବସରରେ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ

କନ୍ଧମାଳ : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାୟତ୍ତ ଶାସନ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରପରିଷଦ ପକ୍ଷରୁ ୨ ଦିନିଆ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଫୁଲବାଣୀ କରୋନେସନ ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଜିଲାର ବିଭିନ୍ନ ଅଞ୍ଚଳର ୮ଟି ଟିମ୍‌ ଭାଗନେଇଥିବା ବେଳେ…
Read More...

ସଂକୁଳ ସ୍ତରୀୟ ସାମୁହିକ ଆଚାର୍ଯ୍ୟ ବିକାଶ ଦିବସ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପଦ୍ମପୁର ସଂକୁଳ ସ୍ତରୀୟ ସାମୁହିକ ଆଚାର୍ଯ୍ୟ ବିକାଶ ଦିବସ ଆଜି ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାମୁହିକ ଶାରୀରିକ କାଳାଂଶରେ ପ୍ରଦୀପ ରାଜହଂସ ପରିଚାଳନାରେ ସମତା, ଦୃତ ବ୍ୟାୟାମ ଯୋଗର ଅଭ୍ୟାସ ଓ ସଂଘ…
Read More...

କୁଚାଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର କୁଚାଗାଁ ଅନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁଚାଗାଁ ଠାରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଟିକେଚନ୍ଦ୍ର ମାଝୀ, ଅବସରପ୍ରାପ୍ତ…
Read More...