ବାଇକରୁ ଖସିପଡି ମହିଳା ମୃତ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : ଭବାନୀପାଟଣା - ଭୁବନେଶ୍ଵର ୨୬ ନମ୍ବର ରାଜ୍ୟ ରାଜପଥ ବଫଲା ପାଖରେ ବାଇକରୁ ଖସିପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ବାଇକରେ ୩ ଜଣ ଆରୋହୀ ଯାଉଥିବାବେଳେ ପଛରେ ବସିଥିବା ମହିଳା ଅସାବଧାନତା ଯୋଗୁଁ ଅଚାନକ୍ ଖସି ପଡିବା ଫଳରେ ତାଙ୍କ ମୁଣ୍ଡରେ…
Read More...

ଜଙ୍ଗଲି ଛତୁ ଖାଇ ଝାଡାବାନ୍ତିରେ ମାଁ-ପୁଅ ମୃତ : ୨ ଜଣ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁତ୍ରା ପଞ୍ଚାୟତର ସିକାଟି ଗ୍ରାମରେ ଝାଡାବାନ୍ତି ହୋଇ ମାଁ ପୁଅ ମୃତ, ୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ସିକାଟି ଗ୍ରାମର ଲୋଚନ ମଳିକଙ୍କ ବୋହୁ ସୁକୁମାରୀ ମଳିକ ଓ ୧୨ ବର୍ଷର ନାତି…
Read More...

କବୟିତ୍ରୀ ଲୋପାମୁଦ୍ରା ଜେନା ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : କବୟିତ୍ରୀ ଲୋପାମୁଦ୍ରା ଜେନା ଜଣେ ସୁଲେଖିକା ଏବଂ କବୟିତ୍ରୀ ଭାବରେ ରାଜ୍ୟରେ ସୁପରିଚିତ । ଭାଷା ସାହିତ୍ୟକୁ ଅବଦାନ ପାଇଁ ଭାରତ ସରକାରଙ୍କ ଅନୁମୋଦିତ ଲିଜେଣ୍ଡାରୀ ପିସ୍ ଆୱାର୍ଡ଼ କାଉନସିଲ ତରଫରୁ ନୂଆଦିଲ୍ଲୀ ଠାରେ ଡକ୍ଟରେଟ୍ ଉପାଧିରେ ସମ୍ମାନିତ…
Read More...

ବୋଡ଼େନ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟଙ୍କା କାରବାର ଅଭିଯୋଗ : ବାରମ୍ବାର ଅଭିଯୋଗ ପରେ ମଧ୍ୟ ହେଉନି…

ନୂଆପଡ଼ା, (ଅଜିତ ବେହେରା) : ରାଜ୍ୟ ସରକାର ଓ କେନ୍ଦ୍ର ସରକାର ସ୍ୱାସ୍ଥ୍ୟ ବିଭାଗ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ଏବଂ ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ପ୍ରକାର ସ୍ୱାସ୍ଥ୍ୟ ଜନିତ ସମସ୍ୟା ପାଇଁ ରାଜ୍ୟରେ କିମ୍ଵା ରାଜ୍ୟ ବାହାରେ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ…
Read More...

ସିନ୍ଧୁଦୁର୍ଗର ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି କ୍ଷୟକ୍ଷତିର ତଦନ୍ତ କରିବ ଯୁଗ୍ମ କମିଟି

ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ନୌସେନାର ନେତୃତ୍ୱରେ ମହାରାଷ୍ଟ୍ର ସରକାରଙ୍କ ପ୍ରତିନିଧି ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ନେଇ ଏକ ଯୁଗ୍ମ କମିଟି ଗଠନ କରାଯାଇଛି । ଯେଉଁଥିରେ ସିନ୍ଧୁଦୁର୍ଗର ରାଜକୋଟ ଦୁର୍ଗରେ ସ୍ଥାପିତ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଦୁର୍ଭାଗ୍ୟଜନକ…
Read More...

ୟୁଥ୍ ରେଡକ୍ରସ ତରଫରୁ ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଡିଗ୍ରୀ ମହାବିଦ୍ୟାଳୟ ଠାରେ ୟୁଥ୍ ରେଡକ୍ରସ ଓ ଜାତୀୟ ସେବା ଶିବିରର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଲଜୀ ପ୍ରସାଦ ପାଣଗ୍ରାହୀଙ୍କ ସଭାପତିତ୍ୱରେ ଏକ ସଭାରେ ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ସ୍ମୃତି ଚାରଣ…
Read More...

ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ ହେଲେ ଆଶିଷ ଜ୍ୟୋତିଷ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱାସ୍ଥ୍ୟ ହିଁ ସଂପଦ । ପରିମଳ ବ୍ୟବସ୍ଥା ଠିକ୍ ରହିଲେ ସ୍ୱାସ୍ଥ୍ୟର ସୁଧାର ଆସିଥାଏ । ଏଥିପାଇଁ ତ ସରକାର ସରକାରୀ ଅଫିସ କାର୍ଯ୍ୟାଳୟ ବିଭିନ୍ନ ସ୍ଥାନରେ ବାହାରେ ଲୋକଙ୍କ ପାଇଁ ଶୌଚାଳୟ ନିର୍ମାଣ କରାଯାଇଛି । ହେଲେ ପଦ୍ମପୁର କୋର୍ଟ କଚେରୀ ପରିଶେଷରେ…
Read More...

ବରଗଡ-ନୂଆପଡା ରେଲ ପ୍ରକଳ୍ପ ମିଳିଲା ମଞ୍ଜୁର : ବରଗଡ ସାଂସଦଙ୍କୁ ଧନ୍ୟବାଦ ଜଣାଇଲେ ପଦ୍ମପୁର ଜନସାଧାରଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି ଏବଂ ପଦ୍ମପୁର ଅଞ୍ଚଳବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ପୂରଣ ହେବାକୁଯାଉଛି । ଖୁବ୍ ଶୀଘ୍ର ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ । ଏଥିପାଇଁ କେନ୍ଦ୍ର ସରକାରଙ୍କ କ୍ୟାବିନେଟ ମଞ୍ଜୁର ମିଳିଥିବା…
Read More...

ଜାତୀୟ କ୍ରୀଡ଼ା ଦିବସରେ ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ । ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନକରୁଛି ସାରା ଦେଶ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା…
Read More...