ବରଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରିପର : ଗାଡି ଡାଲା ଭିତରୁ ବାହାରୁଛି ବସ୍ତାବସ୍ତା ଜିନିଷ –…

ବୈପାରିଗୁଡ଼ା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବରଗଛରେ ପିଟିହୋଇ ଏକ ଟ୍ରିପର ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତାକଡରେ ଓଲଟି ପଡିଥିବା ଦେଖିବାକୁ ମିଳିଛି । ବୈପାରିଗୁଡା ଥାନା ଅନ୍ତର୍ଗତ ଦିଗାପୁର ବୈପାରିଗୁଡା ରାସ୍ତାର ପୂଜାରୀଗୁଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି…
Read More...

୨ ଦିନିଆ ଜାତୀୟ ପ୍ରଶିକ୍ଷଣ କର୍ମଶାଳା ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ମୁନିନ୍ଦା ସ୍ଥିତ କବି ପ୍ରସନ୍ନ ପାଟଶାଣୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨ ଦିନିଆ ଜାତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ବୈଜ୍ଞାନିକ ଓ…
Read More...

ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ରେଡ୍‌କ୍ରସ୍‌ ସ୍ୱେଚ୍ଛାସେବୀ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଆଜି ଏକ ଜୁନିଅର ରେଡ୍‌କ୍ରସ୍‌ ସ୍ୱେଚ୍ଛାସେବୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡ. ମନୋଜ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରତାପ କୁମାର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ…
Read More...

ମୁରିବାହାଲ ବ୍ଲକ ସଭାଗୃହରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମର ସିଧାପ୍ରସାରଣ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତିକ୍ଷିତ ଲକ୍ଷପତି ଦିଦି କାର୍ଯ୍ୟକ୍ରମର ସିଧାପ୍ରସାରଣ କାର୍ଯ୍ୟକ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ପୂର୍ଣ୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ…
Read More...

ବିଶାଶହେ କୁଳ କୁଲିତା ସମାଜର ମହାସଭା ପାଇଁ ରାମଚଣ୍ଡୀ ମନ୍ଦିରରେ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ, ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ନିକଟସ୍ଥ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପରିସରରେ ବିଶାଶହେ କୁଳ କୁଲିତା ସମାଜର ମହାସଭା କରାଯିବା ପାଇଁ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବିଶାଳ ସଭାରେ ସଭାପତିତ୍ୱ…
Read More...

ବିଜେଡି ବିଧାୟକମାନଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଶଙ୍ଖ ଭବନରେ ଆୟୋଜିତ, ଦଳର ବିଧାୟକମାନଙ୍କ ପ୍ରଶିକ୍ଷଣ ଶିବିରରେ ସାମିଲ ହୋଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହି ଅବସରରେ ସେ କହିଛନ୍ତି ଯେ, ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷାକାରୀ ହେଉଛି ସକ୍ରିୟ ବିରୋଧୀ ଦଳ ।…
Read More...

ଟିଟିଲାଗଡ଼ ମାରୱାଡି ଯୁବା ମଞ୍ଚ ତରଫରୁ ସାଇକ୍ଲୋଥନ ଆୟୋଜିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସୁସ୍ଥ ଓ ଫିଟ୍‌ ଭାରତର ବାର୍ତ୍ତା ଦେବା ପାଇଁ ତଥା ମିଶନ ସୁସ୍ଥ ଭାରତ ଅନ୍ତର୍ଗତ ଟିଟିଲାଗଡ଼ ମାରୱାଡି ଯୁବା ମଞ୍ଚ ତରଫରୁ ରବିବାର ସକାଳେ ଏକ ସାଇକେଲ ରେଲି ଆୟୋଜିତ ହୋଇଯାଇଛି । ହାଇସ୍କୁଲ ଖେଳ ପଡିଆରେ ସକାଳ ୬.୩୦ ସମୟରେ ବିଭିନ୍ନ ସ୍କୁଲ, କଲେଜ,…
Read More...

ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ଆକସ୍ମିକ ମୃତ୍ୟୁ

କୁଆମରା : ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ଖୁଣ୍ଟା କସ୍ତୁରବା ବାଳିକା ଛାତ୍ରୀନିବାସରେ ଜନୈକା ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କ ଗତକାଲି ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି । ଏହାର ପ୍ରତିବାଦରେ ଆଜି ରାସ୍ତା ଉପରେ ମୃତଦେହ ରଖି ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ । ସୂଚନା…
Read More...

ମେଧାବୀ ଛାତ୍ରଛାତ୍ରୀଙ୍କୁ ନର୍ଥ ସାଉଥ୍ ଫାଉଣ୍ଡେସନ୍‌ ବୃତ୍ତି ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆମେରିକାରେ ସ୍ଥାପିତ ନର୍ଥ ସାଉଥ୍ ଫାଉଣ୍ଡେସନ୍‌ (ଏନ୍.ଏସ୍.ଏଫ୍)ର ରାଉରକେଲା ଶାଖା ତରଫରୁ ଗୋପବନ୍ଧୁ ପାଠାଗାର ଠାରେ ଆର୍ଥିକ ଅନଗ୍ରସର ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ବୃତ୍ତି ପ୍ରଦାନ କରାଯାଇଛି । ଏନ୍. ଏସ୍. ଏଫ୍ ରାଉରକେଲା ଶାଖା ସଂଯୋଜକ ଲକ୍ଷ୍ମଣ…
Read More...

ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦର ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଦାନ) : ଗୋପବନ୍ଧୁ ପାଠାଗାର ଏବଂ ଛେଣ୍ଡ ସାଂସ୍କୃତିକ ସଂଘର ମିଳିତ ସହଯୋଗରେ ସୁନ୍ଦରଗଡ଼ ଜିଲ୍ଲା ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦ, ରାଉରକେଲା ଶାଖାର ବାର୍ଷିକୋତ୍ସବ ଗୋପବନ୍ଧୁ ପାଠାଗାରର ସମ୍ମିଳନୀ କକ୍ଷରେ ଉଦ୍‌ଘାଟିତ ହୋଇଯାଇଛି । ୩ ଦିନ ବ୍ୟାପୀ…
Read More...