ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ
ଭୁବନେଶ୍ୱର : ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ଦୁଇ ଦିନରେ ଏହା ଲଘୁଚାପରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪!-->…
Read More...
Read More...