ରାଜ୍ୟ ଭାରୋତ୍ତୋଳନ ପ୍ରତିଯୋଗିତା : ବଲାଙ୍ଗିର ଝିଅ ସୁନୈନାଙ୍କୁ ରୌପ୍ୟ ପଦକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଥିବା ୭୨ତମ ଓଡିଶା ରାଜ୍ୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିର ଝିଅ ସୁନୈନା ବେହେରାଙ୍କୁ ରୌପ୍ୟ ପଦକ ମିଳିଛି । ଗତ୨୮ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ସୁନୈନା ବେହେରା ବଲାଙ୍ଗିର ଜିଲ୍ଲା ତରଫରୁ!-->…
Read More...
Read More...