ପ୍ରବଳ ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା ସହ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ବାତିଲ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଆଜି ଜିଲ୍ଲାର ସମସ୍ତ ସ୍କୁଲ ଓ ଯୁକ୍ତ ୨ ବିଦ୍ୟାଳୟକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ ଡ. ନୃପରାଜ ସାହୁ । ସେହିପରି ଆଜି ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଜିଲ୍ଲାର ବିନିକା ବ୍ଲକରେ ଥିବା ବେଳେ ତାକୁ!-->…
Read More...
Read More...