ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗଙ୍ଗାଧର ଜୟନ୍ତୀ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବିଭାଗରେ ଗଙ୍ଗାଧର ଜୟନ୍ତୀ ଓ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ସଭାପତି ପୃଥିରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ଉପସ୍ଥିତ ଭାଇଭଉଣୀ ମାନଙ୍କୁ ଆଶୀର୍ବଚନ ପ୍ରଦାନ!-->…
Read More...
Read More...