ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା : ଶ୍ରେଷ୍ଠ ବିବେଚିତ ତିନୋଟି ପ୍ରକଳ୍ପ ଜିଲ୍ଲା ସ୍ତରୀୟ ଉତ୍ସବକୁ ଉନ୍ନୀତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା ପରିପୋଷଣୀୟ ଜୀବନ ଶୈଳୀ ବିଷୟବସ୍ତୁକୁ ଆଧାର କରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୪ ଟି ବିଦ୍ୟାଳୟର ୩୩!-->…
Read More...
Read More...