ଆଇଏନ୍ଏସ୍ ଚିଲିକାର ନୂଆ କମାଣ୍ଡିଂ ଅଫିସରଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, (ପିଆଇବି) : ଭାରତୀୟ ନୌସେନାର ଆଇଏନ୍ଏସ୍ ଚିଲିକାରେ ୨୩ତମ କମାଣ୍ଡିଂ ଅଧିକାରୀ ଓ ଷ୍ଟେସନ୍ କମାଣ୍ଡର୍ ଭାବେ କୋମୋଡର୍ ବି ଦୀପକ ଅନୀଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ସେ ବିଦାୟୀ କୋମୋଡର ଏନ୍.ପି ପ୍ରଦୀପଙ୍କ ଠାରୁ ଏକ ଆନୁଷ୍ଠାନିକ ପ୍ୟାରେଡ୍!-->…
Read More...
Read More...