ନବୀନ କାର୍ଯ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ପାଳିତ
ବ୍ରହ୍ମପୁର, (କେପିଏନ୍ଏସ୍) : ସ୍ଥାନୀୟ 'ନବୀନ' କାର୍ଯ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । କବି କୃଷ୍ଣଚନ୍ଦ୍ର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନା!-->…
Read More...
Read More...