ମହିଳାଙ୍କ ଆତ୍ମହତ୍ୟା : ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ବାପା
ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ବାଞ୍ଜିପାଲି ଗ୍ରାମରେ ଗୁରୁବାର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ଗ୍ରାମର ହିମାଂଶୁ ସାହୁଙ୍କ ସ୍ତ୍ରୀ ରେଶମା ସାହୁ (୨୫) । ତେବେ ତାଙ୍କ ଝିଅକୁ ଶାଶୁଘର ଲୋକେ ହତ୍ୟା କରି!-->…
Read More...
Read More...