ବୈପାରିଗୁଡା ଠାରେ ୭୮ତମ ସ୍ୱାଧୀନତା ଦିବସ ପାଳନ

ବୈପାରିଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବୈପାରିଗୁଡା ବ୍ଲକର ପ୍ରତ୍ୟେକ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ସ୍ୱାଧୀନତା ଦିବସ ଧୂମ୍‌ଧାମ୍‌ରେ ପାଳନ କରାଯାଇଥିବା ବେଳେ ଏହି ଅବସରରେ ବୈପାରିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ବ୍ଲକସ୍ତରୀୟ ୭୮ତମ…
Read More...

ମୁରିବାହାଲ ବ୍ଲକ ଅଞ୍ଚଳରେ ୭୮ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୮ତମ ସ୍ଵାଧୀନତା ଦିବସ ମହାସମାରୋହର ସହ ପାଳିତ ହୋଇଯାଇଛି । ନିଜ ନିଜ କାର୍ଯ୍ୟାଲୟରେ ଦିବସକୁ ପାଳନ କରିବା ପରେ…
Read More...

ବରିଷ୍ଠ ନାଗରିକଙ୍କ ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ : ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ପ୍ରଦାନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ୱାଧୀନତା ଦିବସ ଅବସରରେ ଲୋଇସିଂହା ସିନିୟର୍‌ ସିଟିଜନ୍‌ ଆସେମ୍ୱଲି ପକ୍ଷରୁ ସ୍ଥାନୀୟ ଡ଼ାକ୍ତରଖାନା ପରିସରରେ ରୋଗୀଙ୍କୁ ଫଳ ବିତରଣ କରାଯାଇଛି । ହସ୍ପିଟାଲ ଇନ୍‌ଚାର୍ଜ ଡା. ଶେଖରଲାଲ ପଧାନଙ୍କ ଉପସ୍ଥିତିରେ ଆସେମ୍ୱଲିର ଗଜାନନ ଅଗ୍ରୱାଲ, ବିଭୁତି ଭୂଷଣ…
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ୭୮ତମ ସ୍ୱାଧିନତା ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଗୁଡଭେଲା ବ୍ଲକ୍ ତଥା ତୁଷୁରା ଏନ୍ଏସି ଅଧିନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୮ତମ ସ୍ୱାଧିନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରିବା ସହିତ…
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲ୍‌ରେ ୭୮ ତମ ସ୍ୱାଧୀନତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ୭୮ତମ ସ୍ୱାଧିନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ…
Read More...

ସେଞ୍ଚୁରିଅନ୍‌ ବିଦ୍ୟାଳୟ ପରିସରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ୍‌ ବିଦ୍ୟାଳୟ (ଜେ. ଆଇ. ଟି. ଏମ୍‌) ପରିସରରେ ୭୮ତମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପ୍ରଦୀପ ଷଡ଼ଙ୍ଗୀ ସକାଳ ୯.୧୫ରେ ପତାକା ଉତ୍ତୋଳନ କରିଥିଲେ, ତାଙ୍କରି ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…
Read More...

ବୃକ୍ଷରୋପଣ ଅତ୍ୟନ୍ତ ଜରୁରୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ତାପମାତ୍ରା ବୃଦ୍ଧିକୁ ରୋକିବା ସହ ପରିବେଶ ସନ୍ତୁଳନ ବଜାୟ ରଖିବାକୁ ପର୍ଯ୍ୟାପ୍ତ ବୃକ୍ଷରୋପଣ ଅତ୍ୟନ୍ତ ଜରୁରୀ । ସମସ୍ତେ ଗଛ ଲଗାଇ ଭୁଲି ଯାଉଥିବା ବେଳେ ରୋପିତ ଚାରାର ସୁରକ୍ଷା, ଯତ୍ନ ଓ ଅଭିବୃଦ୍ଧିର ସଂକଳ୍ପ ନେଇଛନ୍ତି ମୁରସୁଣ ଗାଁର ସଚେତନ ଯୁବ ସମାଜ…
Read More...

୭୮ତମ ସ୍ୱାଧିନତା ଦିବସ ପାଳିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନ୍‌ଏସି ସ୍ତରୀୟ ୭୮ତମ ସ୍ୱାଧିନତା ଦିବସ ମହା ଆଡମ୍ୱର୍ ସହ ପାଳିତ ହୋଇଛି । ସ୍ଥାନୀୟ ରେଳ ୱେ ଫୁଟବଲ ପଡ଼ିଆରେ ଅନୁଷ୍ଠିତ ସାଧାରଣ ଜାତୀୟ ପତାକା ଉତ୍ତୋଳନରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥିତି ଭାବେ…
Read More...

କୁଶଙ୍ଗ ଡିଗ୍ରୀ କଲେଜରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

ଲୋଇସିଂହା, (ଶ୍ୟାମସୁନ୍ଦର ମେହେର) : ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଛି । କଲେଜ ଅଧ୍ୟକ୍ଷ ବିଜୟ କୁମାର କଲେଟ ଜାତୀୟ ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀଙ୍କ ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ…
Read More...

ରୋଟାରୀ ଏଲିଟ ଦ୍ୱାରା ଗ୍ରୀନ୍‌ ଡ୍ରିମ୍‌ : ମା’ଙ୍କ ନାଁରେ ଗୋଟେ ଗଛ

୧୫ ଅଗଷ୍ଟ ସ୍ୱାଧୀନତା ଦିବସ ଉପଲକ୍ଷେ ମାଗଣା ଚାରା ବଣ୍ଟନ କାର୍ଯ୍ୟକ୍ରମ ବଲାଙ୍ଗିର, (କେପିଏନ୍‌ଏସ୍‌) : ୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ସ୍ଥାନୀୟ ସର୍କିଟ ହାଉସ ରୋଡ୍‌ ସ୍ଥିତ ଭଗବତୀ ମନ୍ଦିର ପାଖରେ ରୋଟାରୀ ଏଲିଟ ତରଫରୁ ଗ୍ରୀନ୍‌ ଡ୍ରିମ୍‌ : ମା'ଙ୍କ ନାଁରେ ଗୋଟିଏ ଗଛ ସ୍ଲୋଗାନ ଦେଇ…
Read More...