ଖପ୍ରାଖୋଲ ଥାନା ଠାରେ ଧୁମ୍ଧାମ୍ରେ ୭୮ତମ ସ୍ୱାଧୀନତା ଦିବସ ପାଳିତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ସାରା ଭାରତ ବର୍ଷ ୭୮ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏନେଇ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଠାରେ ବଡ଼ ଆଡମ୍ବର ଏବଂ ଉତ୍ସାହର ସହ ସ୍ୱାଧୀନତା ଦିବସ ପାଳିତ ହେଉଛି । ୧୯୪୭ ମସିହା ଅଗଷ୍ଟ ୧୫ ତାରିଖ ଦିନ ଆମ ଦେଶ ଇଂରେଜ ମାନଙ୍କ କବଳରୁ!-->…
Read More...
Read More...