ଟ୍ରାକ୍ଟର ଓଲଟି ଡ୍ରାଇଭର୍ ମୃତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲି ଗ୍ରାମ ପଞ୍ଚାୟତ ଲୁକୁପାଲିରେ ଟ୍ରାକ୍ଟର ଡ୍ରାଇଭର୍ କ୍ଷେତରେ କାମ କରୁଥିବା ବେଳେ ଗାଡି ଓଲଟି ମୃତ୍ୟୁ ବରଣ କରିଛି । ମୃତକ ହେଲେ ଜୀବନ ଲାଲ ସିଦାର (୫୨) ପ୍ରକାଶ ଥାଉକି ଜୀବନ ଲାଲ ତାର ମାଲିକ!-->…
Read More...
Read More...