ଅର୍ଦ୍ଧ ନିର୍ମିତ ବ୍ରିଜ୍‌ ତଳୁ ନିଖୋଜ ବ୍ୟକ୍ତିଙ୍କ ଶବ ଉଦ୍ଧାର : ଗତକାଲି ଠୁ ଥିଲେ ନିଖୋଜ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଥାନା ଅନ୍ତର୍ଗତ ଗୁଡଭେଲା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁଡଭେଲା ଗାଁର ରଘୁନାଥ ରଣା(୫୫) ନାମକ ଜଣେ ବ୍ୟକ୍ତି ଗତକାଲି ସକାଳ ଠୁ ଗାଇଗୋଠ ନେଇ ରାହୁଲ ନଦୀ ପଠାକୁ ଯାଇ ଆଉ ଫେରିନଥିଲେ । ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକ ବହୁ…
Read More...

କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା

ଓଡ଼ିଶା ପାଇଁ ଏକା ଥରେ ୧୫ ହଜାର କୋଟି ଟଙ୍କାର ୬ଟି ରେଳ ପ୍ରକଳ୍ପ ଘୋଷଣାରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହିତ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ, ବିକାଶ ତ୍ୱରାନ୍ୱିତ ହେବରେଳ ପ୍ରକଳ୍ପର ତ୍ୱରିତ କାର୍ଯ୍ୟାନ୍ଵୟ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ -…
Read More...

ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ କାର୍ଯ୍ୟକ୍ରମର ଶୁଭାରମ୍ଭ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ 'ଜାତୀୟ କୃମିନାଶକ କାର୍ଯ୍ୟକ୍ରମ' ଭବାନୀପାଟଣା ଶ୍ରୀ ସତ୍ୟସାଇ ବିଦ୍ୟା ମନ୍ଦିରରୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣିଙ୍କ ତତ୍ୱାବଧାନରେ ଶୁଭାରମ୍ଭ କରାଯାଇଛି । ଏହି…
Read More...

ମାୟାବର୍ହା ହାଇସ୍କୁଲ ଅଭିଭାବକ ସମ୍ମିଳନୀରେ ଜିଲ୍ଲା ଶିକ୍ଷାଅଧିକାରୀଙ୍କ ଯୋଗଦାନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଚଳିତ ବର୍ଷର ଦ୍ଵିତୀୟ ଶିକ୍ଷକ ଓ ଅବିଭାବକ ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଭିଭାବକ ଓ ଶିକ୍ଷକଙ୍କୁ…
Read More...

ମେଗା ସ୍ୱାସ୍ଥ୍ୟ ଶିବିରର ଉଦ୍‌ଘାଟନ କଲେ ବିଧାୟକ ନବୀନ ଜୈନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରାଜସ୍ଥାନୀ ହେଲଥ୍‌ ଫାଉଣ୍ଡେସନ୍‌ ଓ ରୋଟାରୀ କ୍ଲବ ତରଫରୁ ଆୟୋଜିତ ଦୁଇ ଦିନିଆ ମେଗା ସ୍ୱାସ୍ଥ୍ୟ ଶିବିର ସ୍ଥାନୀୟ ଡିଏନ୍ ରିସର୍ଟ ଠାରେ ଆରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଓ ସମ୍ମାନିତ ଅତିଥି ପୌର ପରିଷଦର ଅଧ୍ୟକ୍ଷା…
Read More...

ଆଇନ ମହାବିଦ୍ୟାଳୟରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ଠାରେ ବନମହୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡ. ବିଭୁରଞ୍ଜନ ପଟ୍ଟନାୟକଙ୍କ ଆବାହକତ୍ଵ ତଥା ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ମନ୍ତ୍ରୀ ତଥା ରାଉରକେଲା ବିଧାୟକ…
Read More...

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ କୃମି ନାଶକ ଦିବସ ଓ ଦ୍ୱିତୀୟ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଶାକର୍ମୀ ବିତିସୁତା କୁମ୍ଭାର ଓ ମେଡିକାଲ ଟିମ୍‌ ଆସି ପିଲାମାନଙ୍କ…
Read More...

ପାଣ୍ଡିଆନ୍‌ ବାବୁଙ୍କ ହେଲିକ୍ୟାପ୍ଟରରେ ବୁଲିବା ଖର୍ଚ୍ଚର ହେବ ତଦନ୍ତ : ଖୁବଶୀଘ୍ର ହେବ କାର୍ଯ୍ୟାନୁଷ୍ଠାନ

ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୨୦୨୪ ସାଧାରଣ ନିର୍ବାଚନ ପ୍ରଚାରରେ ଏବଂ ତାହାର ଅନେକଗୁଡ଼ିଏ ଦିନ ପୂର୍ବରୁ ଲୋକଙ୍କୁ ପ୍ରଭାବିତ କରିବା ପାଇଁ ପାଣ୍ଡିଆନ୍‌ ବାବୁ ଅନେକ ଥର ହେଲିକ୍ୟାପ୍ଟରେ ଗସ୍ତ କରିଥିଲେ । ଏହାକୁ ନେଇ…
Read More...

ଆସ ଏବଂ ନିଜକୁ ଜାଣିବା ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସ ଏବଂ ନିଜକୁ ଜାଣିବା ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ ସେକ୍ଟର ୨ ସ୍ଥିତ ସାହାନାଇ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଦେବ ଭୂମି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ…
Read More...

ନୋଡାଲ ଉଚ୍ଚ ବିଦ୍ୟାଳୟର ଖେଳପଡିଆରେ ବ୍ଲକସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକସ୍ତରୀୟ ୧୭ ବର୍ଷରୁ କମ ବର୍ଗର ବାଳକ ଓ ବାଳିକା ବିଭାଗର ବ୍ଲକସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ବରିକେଲ ନୋଡାଲ ଉଚ୍ଚ ବିଦ୍ୟାଳୟର ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚାରିଟି ସବ୍ ବ୍ଲକର ସମୁଦାୟ ୧୦୬ ଜଣ ପ୍ରତିଯୋଗୀଙ୍କ…
Read More...