ଗଞ୍ଜାମ କଲେଜର ୫୬ତମ ସ୍ଵ-ନକ୍ଷତ୍ର ଉତ୍ସବରେ ଆଲୁମିନ୍ ସଦସ୍ୟ ଭାବେ ମନ୍ତ୍ରୀ ବିଭୂତି ଜେନାଙ୍କ ଯୋଗଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଐତିହାସିକ ଗଞ୍ଜାମ ସହରର ୫୬ତମ ସ୍ଵ-ନକ୍ଷତ୍ର ଉତ୍ସବ ବୁଧବାର ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମୋ-କଲେଜ୍ ତଥା ଏହି କଲେଜର ଆଲୁମିନ୍ ଅବା ପୂର୍ବତନ ଛାତ୍ର ଏବଂ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଇସ୍ପାତ, ଖଣି, ବାଣିଜ୍ୟ ଓ ପରିବହନ…
Read More...

ସପ୍ତମ ହିରୋ ଇଣ୍ଟର୍‌ ନେସ୍‌ନାଲ୍‌ ଚାମ୍ପିଅନ୍‌ସିପ୍‌ରେ ରାଉରକେଲାରୁ ୪ ମନୋନିତ

ରାଉରକେଲା, (କେପିଏନ୍‌ଏସ୍‌) : ସେକ୍ଟର ୩ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଦ ନେକ୍ସଟ୍ ଜେନ ଇନ୍‌ଷ୍ଟିଚ୍ୟୁଟ୍‌ର ପ୍ରତିଷ୍ଠାତା ଆନନ୍ଦ କୁମାର ସୁନାଙ୍କ ନେତୃତରେ ଏକ ସମ୍ବାଦ ସମ୍ମିଳନୀ ଆୟୋଜନ କରାଯାଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସୁନା ସାମ୍ବାଦିକ ମାନଙ୍କୁ ସୂଚନା…
Read More...

କଣ୍ଟାବାଞ୍ଜିରେ ଡ୍ରେନେଜ୍ ବ୍ୟବସ୍ଥା ଫେଲ୍‌

କଣ୍ଟାବାଞ୍ଜି, (ଜୁଗଳ କିଶୋର ଶବର) : ପ୍ରବଳ ବର୍ଷା ଯୋଗୁଁ କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ଭିତରେ ଥିବା ଜିଆର୍‌ପି ପୋଷ୍ଟରେ ବର୍ଷା ଜଳ ନିଷ୍କାସନ ହୋଇ ନପାରି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ରେଳବାଇ ବିଭାଗର ତ୍ରୁଟିପୂର୍ଣ୍ଣ ଡ୍ରେନେଜ୍‌ ବ୍ୟବସ୍ଥା କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁଁ…
Read More...

ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପ-ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ନିର୍ଦ୍ଦେଶକ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରାଜସ୍ଵ…
Read More...

ରୋଟାରୀ କ୍ଲବ ଅଫ୍ ରୋଟାରୀ ଭାଇବ୍ରାଣ୍ଟର ତୃତୀୟ ଅଧିଷ୍ଠାନ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରୋଟାରୀ ଭାଇବ୍ରାଣ୍ଟର ତୃତୀୟ ଅଧିଷ୍ଠାନ ଦିବସ ରାଉରକେଲା କ୍ଲବ୍ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ରୋଟ୍ରାକ୍ଟ ରିମ୍ ଝିମ୍ ନାୟକ, ଲିପ୍ସା ସିଂ ଓ ରିୟା ମୁଖାର୍ଜୀଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୨୬୧ର ଡିଜି…
Read More...

ଗୁଡେଭେଲା ବ୍ଲକସ୍ତରୀୟ ପ୍ରାଥମିକ ବିଭାଗର କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୁଡଭେଲା ବ୍ଲକସ୍ତରୀୟ ପ୍ରାଥମିକ ବିଭାଗର କୁଇଜ୍ ପ୍ରତିଯୋଗିତା ଆଜି ପୂର୍ବାହ୍ନ ୧୧ଟା ସମୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…
Read More...

ବରଗଡରେ ଭାରତୀୟ ହସ୍ତତନ୍ତ ପ୍ରଦ୍ୟୋଗିକ ପ୍ରତିଷ୍ଠାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡରେ ଜାତୀୟ ହସ୍ତତନ୍ତ ଦିବସ ପାଳନ କରାଯାଇଛି । ହସ୍ତତନ୍ତ ହେଉଛି ଭାରତୀୟ ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ । ବିଶ୍ଵସ୍ଥରରେ ଯେତେବେଳେ ଜଳ ବାୟୁ ପରିବର୍ତ୍ତନ ସଙ୍ଗେ ସଙ୍ଗେ ତାପ ମାତ୍ରା ବଢ଼ିବାରେ ଲାଗିଛି ହସ୍ତତନ୍ତର ଆବଶ୍ୟକତା ଧୀରେ ଧୀରେ ବଢ଼ିବାରେ…
Read More...

ବଙ୍ଗୋମୁଣ୍ଡାରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ରକୁ ଉଦ୍‌ଘାଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଚୁଲିଫୁଙ୍କା ଛକ ଠାରେ ଆଜି ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ଗଣେଶଙ୍କ ଫଟୋ…
Read More...

ଡୁଙ୍ଗୁରିପାଲି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଗଜବନ୍ଧ ସରସ୍ୱତୀ ଶିଶୁ ମନ୍ଦିର ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗ ଉଚ୍ଚ…
Read More...

ଆସନ୍ତା କାଲି ପ୍ରବଳ ବର୍ଷା : ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସୁଛି ଆଉ ଏକ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ…
Read More...