ଆସିଲେନି ନିର୍ବାଚନ ଅଧିକାରୀ ସ୍ଥଗିତ ରହିଲା ଜୁନାଗଡ଼ ଏନ୍‌ଏସି ଅନାସ୍ଥା ଭୋଟ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷଙ୍କ ଅନାସ୍ଥା ଭୋଟ୍‌ ସ୍ଥଗିତ ରହିଛି । ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲଙ୍କ ବିରୋଧରେ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ଅନାସ୍ଥା ଭୋଟ୍‌ ଗ୍ରହଣ କରାଯିବା ପାଇଁ ଜିଲ୍ଲାପାଳ…
Read More...

ଝାରବନ୍ଧ କଲେଜରେ ନିଆରା ଢଙ୍ଗରେ ସମ୍ବଲପୁରୀ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଏବର୍ଷ ନିଆରା ଢଙ୍ଗରେ ସମ୍ବଲପୁରୀ ଦିବସ ପାଳନ କରିଛି । ସମ୍ବଲପୁରୀ ଭାଷା ସଂସ୍କୃତି ଓ ପରିବେଶର ନିବିଡ଼ ସମ୍ପର୍କର ଯଥାର୍ଥତା ପ୍ରତିପାଦନ କରିବା ପାଇଁ ଏବର୍ଷ ବୃକ୍ଷରୋପଣ ପୂର୍ବକ ମହାବିଦ୍ୟାଳୟରେ…
Read More...

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହା ବିଦ୍ୟାଳୟରେ ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ୱରେ ସମ୍ବଲପୁରୀ ଦିନ ପାଳନ (ସମ୍ବଲପୁରୀ ଭାଷା ସାହିତ୍ୟ ସମ୍ମିଳନୀ) ଭିତ୍ତିକ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର…
Read More...

ପଦ୍ମପୁର ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ପ୍ରବେଶ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ନୂତନ ଭାବରେ ନାମ ଲେଖାଇଥିବା ଯୁକ୍ତ ଦୁଇ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ପ୍ରବେଶ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ସଭା ପ୍ରାରମ୍ଭରେ ଶ୍ରୀ ପଣ୍ଡା…
Read More...

ସମ୍ବଲପୁରୀ ଦିବସ ଉପଲକ୍ଷେ ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଆଇ. କ୍ୟୁ. ଏ. ସି. ର ମିଳିତ ଆନୁକୁଲ୍ୟରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ 'ସମ୍ବଲପୁରୀ ଗୀତ୍ ଆର୍ ଆମର ସଂସ୍କୃତି' ଶୀର୍ଷକ ଉପରେ ଏକ ଆଲୋଚନା…
Read More...

ବିନ୍ଧ୍ୟବାସିନୀ ସ୍ନାତକ ଡିଗ୍ରୀ ମହାବିଦ୍ୟାଳୟରେ ଦୀକ୍ଷାରମ୍ଭ -୨୦୨୪ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନବାଗତ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ପ୍ରବେଶିକା ଉଦ୍‌ବୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଯୁକ୍ତ ୩ ପ୍ରଥମ ବର୍ଷ…
Read More...

ତାଲଜୁରିରେ ଅଙ୍ଗନୱାଡ଼ି କର୍ମୀଙ୍କୁ ବିଦାୟ ସମ୍ୱର୍ଦ୍ଧନା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ତାଲଜୁରି ଗ୍ରାମରେ ଅଙ୍ଗନୱାଡ଼ି କର୍ମୀ ଚନ୍ଦନ ତୁଳା ନନ୍ଦଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀପତି ନନ୍ଦଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ପଞ୍ଚାୟତ ସରପଞ୍ଚ…
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଦିଗ୍‌ଦର୍ଶନ ପ୍ରଦାନ ସକାଶେ ଏକ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ…
Read More...

କେବେ ସୁଧୁରିବ ଚାରପାଣି ରାସ୍ତା : ଗ୍ରାମବାସୀ ଅସନ୍ତୋଷ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍‌ ବଡ ବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାରପାଣି ନିଆଲ ପଡା ରାସ୍ତା କାଦୁଅରେ ପଚ୍ ପଚ୍ । ସୂଚନାଯୋଗ୍ୟ ଯେ, ଗାଁ ଲୋକେ କହିବା ମୁତାବକ ଅନେକ ଥର ପଞ୍ଚାୟତ ପ୍ରଶାସନଙ୍କୁ ଗୁହାରି କରିଥିଲେ ସୁଦ୍ଧା ଏପର୍ୟ୍ୟନ୍ତ ଗୁହାରି…
Read More...

ଜେନିଥ ଲାଇନ୍ସ ଗୁରୁକୁଳରେ ସମ୍ବଲପୁରୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଅଗଷ୍ଟ ୧ ତାରିଖରେ ସମ୍ବଲପୁରୀ ଦିବସ ଭାବରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଣ୍ଡୋସିଲ କଲେଜର ଓଡିଆ ଅଧ୍ୟାପକ ସନ୍ତୋଷ ସିଂହ ଠାକୁର…
Read More...