୨୦୨୪-୨୦୨୫ କେନ୍ଦ୍ର ବଜେଟ୍‌ର ସାରାଂଶ

ଭାରତର ମୁଦ୍ରାସ୍ଫୀତି ସ୍ଥିର ରହିଛି ଏବଂ ୪ ପ୍ରତିଶତ ଲକ୍ଷ୍ୟ ଆଡ଼କୁ ଗତି କରୁଛି୫ ବର୍ଷରେ ୪.୧ କୋଟି ଯୁବକଯୁବତୀଙ୍କୁ ରୋଜଗାର, ଦକ୍ଷତା ଏବଂ ଅନ୍ୟାନ୍ୟ ସୁଯୋଗ ଯୋଗାଇଦେବା ପାଇଁ ୫ଟି ଯୋଜନା ଓ ପଦକ୍ଷେପକୁ ନେଇ ୨ ଲକ୍ଷ କୋଟି ଟଙ୍କାର ପ୍ରଧାନମନ୍ତ୍ରୀ ପ୍ୟାକେଜ୍'ବିକଶିତ ଭାରତ' ଅଭିଯାନ…
Read More...

ସୁନ୍ଦରଗଡ଼ ଜିଲ୍ଲା ସୀମାନ୍ତରେ ଲାଗିଛି ମାଓ ପୋଷ୍ଟର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମ ଜିଲ୍ଲାର କରେଇକେଲା ଠାରେ ସିପିଆଇ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଓ ବ୍ୟାନର ଲଗାଯାଇଥିବା ଜଣାପଡ଼ିଛି । ଏହି ପୋଷ୍ଟର ଓ ବ୍ୟାନର ମାଧ୍ୟମରେ ମାଓବାଦୀମାନେ ଆସନ୍ତା ଜୁଲାଇ ୨୫ ତାରିଖ ଦିନ ଝାଡ଼ଖଣ୍ଡ ଏବଂ ବିହାର…
Read More...

ବନ ବିଭାଗର ବଡ଼ ଧରଣର ଚଢ଼ଉ‌ : ଘଟଗାଁ ସାନ୍ତରାପୁର ଗ୍ରାମରେ ୭ ଟ୍ରିପରୁ ଅଧିକ କାଠ ଜବତ

ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ଡିଏଫ୍‌ଓଙ୍କ ତତ୍ୱାବଧାନରେ ସାନ୍ତରାପୁର ଗ୍ରାମରେ ବନ ବିଭାଗର ବଡ଼ ଧରଣର ଚଢ଼ଉ‌ କରିଛି । ଘଟଣା ସ୍ଥଳରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୭ ଟ୍ରିପରୁ ଅଧିକ କାଠ ଜବତ ହୋଇଥିବା…
Read More...

ଚୋରା ବାଇକ୍‌ ଜବତ କଲା ପୋଲିସ : ୩ ଗିରଫ

ରାୟଗଡ଼ା : ରାୟଗଡ଼ାରେ ୪ଟି ଚୋରି ବାଇକ୍‌ ଜବତ କରିଛି ଗୁଣପୁର ପୋଲିସ୍ । ବାଇକ୍‌ ଚୋରି ଘଟଣାରେ ୨ ନାବାଳକ ସହ ଜଣେ ଯୁବକକୁ ଗିରଫ କରିଛି ପୋଲିସ । ଗିରଫ ଯୁବକ ଜଣକ ଣକ ଗୁଣପୁର ଆମ୍ବେଦକର କଲୋନୀର କୁନାଲ ମିଶାଲ(୨୬) ବୋଲି ଜଣାପଡିଛି । ୪ଟି ବାଇକ୍‌ ମଧ୍ୟରୁ ଗୋଟିଏ ବାଇକ୍‌ ବିଶାଖାପାଟଣାର…
Read More...

ସୋହେଲା ବ୍ଲକ କୁଲତା ସମାଜର ଜରୁରୀ ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସୋହେଲା ବ୍ଲକର କୁଲତା ସମାଜ ତରଫରୁ ସ୍ଥାନୀୟ ଲମ୍ବରୁପାଲି ରାମଚଣ୍ଡୀ ପିଠ ଠାରେ ଏକ ଜରୁରୀ ବୈଠକ ସମାଜର ବରିଷ୍ଠ ସଦସ୍ୟ ଅଶ୍ୱିନୀ କୁମାର ପାତ୍ରଙ୍କ ଅବାହକତ୍ୱରେ ଆୟୋଜିତ ହୋଇଯାଇଛି । ୨୦ଟି ପଂଚାୟତର ୪୦ଟି ଗ୍ରାମରୁ ମନୋନୀତ ହୋଇ ଆସିଥିବା…
Read More...

ପୂଜ୍ୟପୂଜା ସେବା ସଂଗଠନର ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଷ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ଓ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ନିକଟସ୍ଥ କଢେଲ ଗ୍ରାମର ଜୟ ଜଗନ୍ନାଥ ଆଶ୍ରମର ମିଳିତ ଉଦ୍ୟମରେ ଜୟ ଜଗନ୍ନାଥ ଆଶ୍ରମରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ନେତୃତ୍ୱରେ ଏକ…
Read More...

ମାଣ୍ଡୋସିଲ ଗ୍ରାମର ପିଙ୍କୁ ସାହୁଙ୍କ ହତ୍ୟାକାଣ୍ଡରେ ଆହୁରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମାଣ୍ଡୋସିଲ ଗ୍ରାମର ବହୁ ଚର୍ଚ୍ଚିତ ପିଙ୍କୁ ସାହୁ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଗରୁ ୩ ଜଣଙ୍କୁ ଗିରଫ କରିଥିବା ବେଳେ ସେହି ହତ୍ୟାକାଣ୍ଡରେ ଲିପ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ପାଇକମାଲ ପୋଲିସ ଗିରଫ କରି ଆଜି କୋର୍ଟ…
Read More...

ଅନାସ୍ଥା ଭୋଟ୍‌ରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୪ ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି । ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ।…
Read More...

ଅତିରିକ୍ତ ତହସିଲଦାର ନିଯୁକ୍ତି ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀ ଗାଁରେ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତ କରିବା ପାଇଁ ଦାରିଙ୍ଗବାଡି ବ୍ଲକ ୧୧ ନମ୍ବର ଜୋନ୍‌ ଅନ୍ତର୍ଗତ ୮ଟି ପଞ୍ଚାୟତ ଜନପ୍ରତିନିଧି ମାନେ ମଙ୍ଗଳବାର…
Read More...

ବଞ୍ଚିବା ପାଇଁ ଗଛଟିଏ ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁଡାମାଲ ଗ୍ରାମ ପଞ୍ଚାୟତର ଭେଲୁଆଁପଦର, ଲୁହାଖାନ, ବୁଡାମାଲ, ଗୁଠୁର୍ଲା ଓ ଖଇରପାଲି ପ୍ରଭୃତି ଗ୍ରାମରେ ବଞ୍ଚିବା ପାଇଁ ଗଛଟିଏ ଅଭିଯାନ ଆରମ୍ଭ ହୋଇଯାଇଛି । ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ ବରଗଡର ସଂପାଦକ ପ୍ରକୃତିବନ୍ଧୁ…
Read More...