ନିମ୍ନମାନର ରାସ୍ତା କାମ ଅଭିଯୋଗ : ଠିକାଦାର ଓ ଜେଇଙ୍କ ମଧୁଚନ୍ଦ୍ରିକା, ଖାଳ ଓ ଢିପରେ ପିଚୁ ରାସ୍ତା
ବଲାଙ୍ଗିର, (କେପିଏନ୍ଏସ୍) : ଆଗଲପୁର (ଡୁଡୁକା)ବ୍ଲକରେ ଜଳ ସଂପଦ ବିଭାଗ କିଭଳି ନିମ୍ନମାନର ରାସ୍ତା କାମ ହୋଇଛି । ତାର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି କୁଟାସିଂହା ଓ ଛୋକର୍ମାଲ ପଂଚାୟତରେ । ରାସ୍ତା ନିର୍ମାଣର ୭ ଦିନ ନ ପୂରୁଣୁ ପିଚୁ ଉଠିଯାଇଥିବା ଦେଖାଯାଇଛି । ଅଙ୍ଗ ଶାଖା କେନାଲ!-->…
Read More...
Read More...