ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୂଜନଉତ୍ସବ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ନୃସିଂହ ମନ୍ଦିର ଠାରେ ଗୁରୁଭାଇ ଓ ଭଉଣୀ ସେବା ସଂଘ ତରଫରୁ ଗୁରୁପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା । ସମସ୍ତ ଗୁରୁଭାଇ ଓ ଭଉଣୀଙ୍କ ଦ୍ୱାରା ପୂଜ୍ୟପାଦ ସଦ୍ଗୁରୁଦେବ ଶ୍ରୀ ଶ୍ରୀ ବ୍ରଜ ମୋହନ ଶରଣଦେବ, ମହନ୍ତ ନୃସିଂହ ମନ୍ଦିରଙ୍କ ଶ୍ରୀଚରଣରେ!-->…
Read More...
Read More...