କ୍ଷତିପୂରଣ ଦାବିରେ ଶବକୁ ଧରି ରାସ୍ତା ଅବରୋଧ କଲେ ପରିବାର ଲୋକ ଏବଂ ଗ୍ରାମବାସୀ

ବୁଝାସୁଝା ପରେ ରାସ୍ତାରୋକରୁ ଓହରିଲେ ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ବୈଜଳସାଗର ନିକଟରେ ଗୁରୁବାର ସନ୍ଧ୍ୟା ୭:୩୦ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବେଣୁ ବରିହାଙ୍କ ଶବକୁ ଧରି ପରିବାର ଲୋକ ଏବଂ ଗ୍ରାମବାସୀ ୩…
Read More...

ଆଇନଜୀବୀ ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ ଓ ଶୋଭାଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓକିଲ ସଂଘର ସାଧାରଣ ପରିଷଦର ନିଷ୍ପତ୍ତି ଅନୁଯାୟୀ ଆଜି ଆଇନଜୀବୀ ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଏକ ସ୍ମାରକପତ୍ର ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ।…
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର, ଆଲୋଚନାଚକ୍ର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ଉପସଭାପତି ଡା. ବସନ୍ତ କୁମାର ଦାସଙ୍କ ଆବାହକତ୍ୱ…
Read More...

ସମନ୍ଵିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କ ଦ୍ୱାରା ଜୁଲାଇ ୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ଏହି ସମନ୍ଵିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ କାର୍ଯ୍ୟକ୍ରମ ଆଜି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ଅନୁଷ୍ଠିତ…
Read More...

ସମ୍ବଲପୁରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ୭୫ତମ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସମ୍ବଲପୁରୀର ୭୫ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବନଖଣ୍ଡ ଅଧିକାରୀ ସୁଦାମ ଜଗଦଳା, ମୁଖ୍ୟବକ୍ତା ଭାବେ ପ୍ରକୃତି ବନ୍ଧୁ ମୀନକେତନ ସାହୁ,…
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡ୍‌କ୍ରସ୍‌ ଓ ଏନ୍. ଏସ୍. ଏସ୍.ର ମିଳିତ ଆନୁକୂଲ୍ୟରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ…
Read More...

ଘୋଷଯାତ୍ରା ଲୋକ ମହୋତ୍ସବ ଉଦ୍‌ଯାପିତ

କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ତରଫରୁ ପବିତ୍ର ବାହୁଡା଼ଯାତ୍ରା ଅବସରରେ ବଡ଼ ଦାଣ୍ଡ, ପୁରୀ ଠାରେ ୪୯ ତମ କାର୍ଯ୍ୟକ୍ରମ 'ଘୋଷଯାତ୍ରା ଲୋକ ମହୋତ୍ସବ ୨୦୨୪' ଉଦ୍‌ଯାପିତ ହୋଇଯାଇଛି । ଆଧ୍ୟାତ୍ମିକ ସାହିତ୍ୟ ଏବଂ ଜଗନ୍ନାଥ ସଂସ୍କୃତିକୁ ବିଶ୍ଵରେ ପ୍ରଚାର କରିବା ପାଇଁ…
Read More...

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ : ୨ ମୃତ, ୨୫ ଆକ୍ରାନ୍ତ

ଗଞ୍ଜାମ : ବର୍ଷା ଦିନ ଆସୁ ଆସୁ ସାରା ରାଜ୍ୟରେ କାୟା ବିସ୍ତାର କଲାଣି ଝାଡାବାନ୍ତି । ଅପରିଷ୍କାର ପାଣି ନେବାରେ ଲାଗିଛି ଗୋଟେ ପରେ ଗୋଟେ ଜୀବନ । ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ବ୍ୟାପିଛି ଝାଡ଼ାବାନ୍ତି । ଗତ ଗୋଟେ ସପ୍ତାହ ମଧ୍ୟରେ ଗାଁରେ ପ୍ରାୟ ୨୫ରୁ…
Read More...

ଆଜି ରାଜ୍ୟରେ ପ୍ରବଳ ବର୍ଷା : ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…
Read More...

ଦୁଇ ମାଲବାହୀ ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋରାପୁଟ : କୋରାପୁଟ ଜିଲ୍ଲା ଡୁମୁରିପୁଟ ଠାରେ ଆଜି ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଦୁଇ ମାଲବାହୀ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା । ଏହାଫଳରେ ମାଲବାହୀ ଟ୍ରକ୍‌ ରାସ୍ତାରେ ଓଲଟିଛି । ଏଣେ ସେମିଳିଗୁଡ଼ା-କୋରାପୁଟ ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି । ତେବେ…
Read More...