ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ମାଧ୍ୟମିକ ସ୍କୁଲ ଛାତ୍ରଛାତ୍ରୀଙ୍କର ଗଣିତ ବିଷୟରେ ଦକ୍ଷତା ବୃଦ୍ଧି ନିମନ୍ତେ ବରଗଡ ଶିକ୍ଷା ଜିଲ୍ଲା ପ୍ରାୟୋଜିତ ଏକ ଦିବସୀୟ ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।…
Read More...

ପଦ୍ମପୁର ଓକିଲ ସଂଘ ପକ୍ଷରୁ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଓକିଲ ସଂଘ ତରଫରୁ କ୍ୟାବିନେଟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଓକିଲ ସଂଘ ସଭାପତି ଆନନ୍ଦ କୁମାର ପଣ୍ଡା ଏବଂ ସମ୍ପାଦକ ଚିନ୍ମୟ କୁମାର ପଣ୍ଡା…
Read More...

ବଲାଙ୍ଗିର ସହରରେ ଝଲସୁଛି ଗୀତ ଘର

ବଲାଙ୍ଗିର, (କେପିଏନ୍‌ଏସ୍‌) : କବିଙ୍କ ଚିନ୍ତା ଚେତନା ସବୁବେଳେ ନିଆରା । ଧାଡ଼ିଏ କବିତାରେ, ଗୀତରେ ଜୀବନକୁ ଜିଇଁନେବାର୍‌ ପ୍ରଗଳ୍‌ଭ ଆବେଗରେ ସଦା ଛଳ ଛଳ କବିଙ୍କ ହୃଦୟ । ଆଜି ଜଣେ ଏଭଳି କବିଙ୍କୁ ଆମେ ଭେଟିବା ଯାହାଙ୍କ କେବଳ ହୃଦୟ ନୁହେଁ, ତାଙ୍କ ଘରର କାନ୍‌ଥ ବାଡ଼ରେ ବି ଧାଡ଼ି ଧାଡ଼ି…
Read More...

ଚାକିରି ଦେବା ନାଁରେ ୧୨୫ ଜଣ ଯୁବକ ଯୁବତୀଙ୍କୁ ଠକେଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚାକିରି ଦେବା ନାଁ ରେ ୧୨୫ ଜଣ ଯୁବକ ଯୁବତୀଙ୍କୁ ଠକେଇ । ବଲାଙ୍ଗିର ଜିଲ୍ଲାରେ ଏଭଳି ଏକ ବଡ ଧରଣର ଠକେଇ ଅଭିଯୋଗ ଆଜି ସାମ୍ନାକୁ ଆସିଛି । ଗ୍ୟାସ କମ୍ପାନୀରେ କାମ ଦେବାକୁ କହି ଏହି ଯୁବକ ଯୁବତୀଙ୍କ ଠାରୁ ଝûରସୁଗୁଡାର ଜଣେ ଯୁବକ ୩୭ ହଜାର ୫୦୦ ଟଙ୍କା ଠକି…
Read More...

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ସୁନାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସକଳ ରୂପ ଅରୁପର ଆଧାର, ବେଶ ବହୁଳ ଓ ବିଭିନ୍ନତାର ପରିପୂର୍ଣ୍ଣ ଜଗତର ନାଥ ଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ସୁନାବେଶ ବୁଧବାର ସ୍ଥାନୀୟ ଟିକ୍ରାପଡା ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଆଷାଢ ଶୁକ୍ଳ ବଡଏକାଦଶୀ ଦିନ ଅନୁଷ୍ଠିତ…
Read More...

ଖଲ୍ଲିକୋଟ ରଥଯାତ୍ରାରେ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ସ୍ୱେଚ୍ଛାସେବୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ବିଭିନ୍ନ ଉଲ୍ଲେଖନୀୟ ସେବା କାର୍ଯ୍ୟ କରି ସମସ୍ତଙ୍କଠୁ ତଥା ଓଡ଼ିଶାର ମୁଖ୍ୟ ଶାସନ ସଚିବଙ୍କଠୁ ପ୍ରଶଂସା ପାଇବା ପରେ ଛତ୍ରପୁରର ଅଗ୍ରଣୀ ସଂଗଠନ 'ସେବା ପ୍ରତିନିଧି' ସ୍ଵେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟମାନେ…
Read More...

ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ସିଂହଦ୍ଵାର ରଥ ଉପରେ ସୁନାବେଶରେ ଝଲସି ଉଠିଲେ ଶ୍ରୀଜୀଉ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସୁନାବେଶରେ ଝଲସି ଉଠିଲେ ଶ୍ରୀଜୀଉ । ଛତ୍ରପୁର ସହରର ତାଡେପଲ୍ଲୀ ସାହି ସ୍ଥିତ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପକ୍ଷରୁ ରଥ ଉପରେ ଶ୍ରୀଜୀଉଙ୍କ ସୁନାବେଶ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପରିକରୀତିରେ ମହାପ୍ରଭୁ ଶ୍ରୀଜଗନ୍ନାଥ,…
Read More...

ଆଗାମୀ ୧୦୦ ଦିନ ପାଇଁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ଯୋଜନା ଏବଂ ପ୍ରମୁଖ ପଦକ୍ଷେପ ଗୁଡିକର ଅଗ୍ରଗତି…

ନୂଆଦିଲ୍ଲୀ, (ପିଆଇବି) : ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ଦିନିକିଆ ବୈଠକରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଏବଂ ରାଷ୍ଟ୍ରମନ୍ତ୍ରୀ ଦୁର୍ଗା ଦାସ ଉଇକେ ଯୋଜନା ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଏବଂ ଆଗାମୀ ୧୦୦ ଦିନ ପାଇଁ ମନ୍ତ୍ରଣାଳୟର ପ୍ରମୁଖ ପଦକ୍ଷେପ…
Read More...

ବରଗଡ ମହିଳା ସମିତି ପକ୍ଷରୁ ବିଧାୟକଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ମହିଳା ସମିତି ପକ୍ଷରୁ ବିଧାୟକ ଅଶ୍ଵିନୀ ଷଡ଼ଙ୍ଗୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ ଅବସରରେ ବିଧାୟକଙ୍କ ନିଶାମୁକ୍ତ ବରଗଡ଼ ଅଭିଯାନ ସଙ୍କଳ୍ପକୁ ସାକାର ରୂପ ଦେବାରେ ମହିଳା ସମିତି ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ ବୋଲି ଘୋଷଣା କରାଯାଇଛି ।…
Read More...

ପ୍ରଫେସର ନାରାୟଣ ପୃଷେଠ୍‌ଙ୍କ ‘ମୁଦ୍ରା ଓ ଅର୍ଥନୀତି’ ପୁସ୍ତକ ଲୋକାର୍ପିତ

ଗୁଗୁଲ ସର୍ଚ୍ଚ ଓଡିଆରେ କରିବା ବ୍ୟବସ୍ଥା ହେବ : ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ସ୍ମୃତିବିନ୍ଦୁ ଫାଉଣ୍ଡେସନ୍ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଏକ ଆଲୋଚନାଚକ୍ର ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।…
Read More...