ପରିବେଶର ବିକାଶ ତଥା ନୂତନ ଜଙ୍ଗଲ ସୃଷ୍ଟି କରିବା ଆମର ଧ୍ୟେୟ ହେଉ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜଙ୍ଗଲ ତଥା ପରିବେଶ ବଞ୍ଚିଲେ ଆମେ ବଞ୍ଚିବା । ପରିବେଶର ବିକାଶ ତଥା ନୂତନ ଜଙ୍ଗଲ ସୃଷ୍ଟି କରିବା ଦିଗରେ ସମସ୍ତେ ଉଦ୍ୟମ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଆହ୍ୱାନ ଜଣାଇଛନ୍ତି । ଜଙ୍ଗଲ, ପରିବେଶ ଓ ଜଳବାୟୁ…
Read More...

କନ୍ଧମାଳରେ ଜାତୀୟ ସ୍ତରୀୟ ପାର୍କ ନିର୍ମାଣ ପାଇଁ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଦାବି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ସଦର ମହକୁମା ଫୁଲବାଣୀ ସ୍ଥିତ ସାର୍ତ୍ତାଗୁଡ ନିକଟ ପିଲା ସାଲୁଙ୍କୀ ନଦୀ କୂଳରେ ଏକ ଜାତୀୟ ସ୍ତରୀୟ ପାର୍କ ନିର୍ମାଣ ପାଇଁ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଦାବି କରାଯାଇଛି । ପରିଷଦର ସଭାପତି ଦିଲ୍ଲୀପ କୁମାର…
Read More...

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ସମସ୍ତ ଡାକ୍ତରଙ୍କ ସହ ଆଲୋଚନା କଲେ କଣ୍ଟାବାଞ୍ଜି ବିଧାୟକ ଶ୍ରୀ ବାଗ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମଙ୍ଗଳବାର ଦିନ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ନିର୍ବାଚନ ମଣ୍ଡଳୀରେ ଥିବା ଡାକ୍ତରଖାନାର ଡାକ୍ତର ମାନଙ୍କ ସହ ଏକ ବୈଠକ କରିଛନ୍ତି । ଏହି ବୈଠକରେ ବଙ୍ଗୋମୁଣ୍ଡା, ମୁରିବାହାଲ,…
Read More...

୧ କ୍ୱିଣ୍ଟାଲ୧୨ କିଲୋ ଗଞ୍ଜେଇ ଜବତ : ୨ ଗିରଫ

ଭୁବନେଶ୍ୱର : ଦୁଇଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଭୁବନେଶ୍ୱରର ପୋଲିସ କମିଶନର- କଟକ ସଞ୍ଜୀବ ପଣ୍ଡା ସୂଚନା ଦେଇ କହିଛନ୍ତି ଯେ, ଗଞ୍ଜେଇ ଚୋରାଚାଲାଣ ସମ୍ପର୍କରେ ସୂଚନା ପାଇବା ପରେ ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ସୋମବାର ଦିନ ସେମାନଙ୍କୁ ଧରିବା ପାଇଁ…
Read More...

ରାଜା ଦୁର୍ଗାମାଧବ ପ୍ରସାଦ ସିଂହଦେଓ ଗ୍ରନ୍ଥାବଳୀ ଲୋକାର୍ପଣ

ଭବାନୀପାଟଣା, (ହେମନ୍ତ ସାହୁ) : ରାଜା ଦୁର୍ଗାମାଧବ ପ୍ରସାଦ ସିଂହଦେଓଙ୍କ ଗ୍ରନ୍ଥାବଳୀ ଲୋକାର୍ପଣ ଉତ୍ସବ ଅବସରରେ ଓଡ଼ିଆ ଭାଷା ସାହିତ୍ୟ ପାଇଁ ଏକ ଅନନ୍ୟ ଉପହାର ବୋଲି ଉତ୍ସବ ଅବସରରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ମା' ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ସଭାଗୃହ ଠାରେ ଓଡିଶାର ଅଗ୍ରଣୀ…
Read More...

ପଶ୍ଚିମ ଓଡ଼ିଶା ଆର୍ଯ୍ୟ ସମାଜର ସାଙ୍ଗଠନିକ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ତା.୧୪.୦୭.୨୦୨୪ ରିଖ ରବିବାର ପୂର୍ବାହ୍ନ ୧୧ଟା ସମୟରେ ପଶ୍ଚିମ ଓଡ଼ିଶା ଆର୍ଯ୍ୟ ସମାଜ ଆନୁକୁଲ୍ୟରେ ଏକ ସାଙ୍ଗଠନିକ ବୈଠକ ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାକୁ ନେଇ ବଲାଙ୍ଗିର ଆର୍ଯ୍ୟ ସମାଜ ମନ୍ଦିରରେ ପୂଜ୍ୟସ୍ୱାମୀ ବିଶୁଦ୍ଧାନନ୍ଦ ସରସ୍ଵତୀଙ୍କ…
Read More...

ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡ଼ାସମ୍ବର ବ୍ଲକ ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଚଉଦଟି କ୍ଲଷ୍ଟରର ସି. ଆର୍‌. ସି. ସି, ଏ. ବି. ଇ. ଓ.…
Read More...

ସାଂସଦ ପ୍ରଦୀପ ଓ ବିଧାୟକ ସନତଙ୍କ ବରପାଲି ଗସ୍ତ

ବରଗଡ, (ନିରୋଜ କୁମାର ପାଣୀ) : ନବନିର୍ବାଚିତ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ତଥା ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ ଗଡତିୟାଙ୍କ ଆଜି ବରପାଲି ଗସ୍ତ କରି ବ୍ଲକ ଅଫିସକୁ ଯାଇ ସରକାରୀ ଯୋଜନା ସବୁକୁ ତୁରନ୍ତ କାର୍ଯ୍ୟକାରୀ କରିବା ସହ ନୀରିହ ଲୋକ ଯେମିତି ହଇରାଣ ନ ହେବେ ସେଥି ପ୍ରତି…
Read More...

ଶାନ୍ତି ଶୃଙ୍ଖଳା ସହ ସମାପନ ହେଲା ପଦ୍ମପୁର ବାହୁଡା ରଥଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶାନ୍ତିନଗର ମାଉସୀ ମାଁ ମନ୍ଦିର ଠାରେ ଗତ ସୋମବାର ଦିନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଶ୍ରୀ ମନ୍ଦିର ଅଭିମୁଖେ ବାହୁଡା ଯାତ୍ରା ପାଇଁ ସକାଳ ଆଳତି ପଣ୍ଡିତ ଅତ୍ରାହି ଭଞ୍ଜନଙ୍କ ପୂଜାର୍ଚ୍ଚନାରେ ଶେଷ ହୋଇ ଦ୍ୱିପ୍ରହରରେ ପଦ୍ମପୁର ଆବାଲ ବୃଦ୍ଧବନିତା,…
Read More...

ରାଉରକେଲା କଲେଜରେ ରାଜ୍ୟସ୍ତରୀୟ ନାଟ୍ୟାଲୋଚନା ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ପଦ୍ମଶ୍ରୀ ମନୋରଞ୍ଜନ ଦାସଙ୍କ ଜନ୍ମ ଶତବାର୍ଷିକ ଅବସରରେ ରାଜ୍ୟସ୍ତରୀୟ ନାଟ୍ୟାଲୋଚନା ଆୟୋଜିତ ହୋଇଯାଇଛି । ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି…
Read More...