ଚିନ୍ମୟ ପବ୍ଲିକ ସ୍କୁଲର ଗ୍ରୀଷ୍ମ କାଳୀନ ଶିବିର ଉଦଯାପିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସାରନଗରୀ ସ୍ଥିତ ଚିନ୍ମୟ ପବ୍ଲିକ ସ୍କୁଲର ପଞ୍ଚମ ଗ୍ରୀଷ୍ମକାଳୀନ ଶିବିର ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ଅଧ୍ୟକ୍ଷ ବିରେନ୍ଦ୍ର ସିଂହ ସଭାପତିତ୍ୱ କରିଥିଲାବେଳେ ବରିଷ୍ଠ ଶିକ୍ଷକ ଅକ୍ଷୟ କୁମାର ମଲ୍ଲିକ ଓ ଶିକ୍ଷୟିତ୍ରୀ ଇରା ମହାନ୍ତିଙ୍କ!-->…
Read More...
Read More...