ଜିଲ୍ଲା ବ୍ରାହ୍ମଣ ମହାସଭାର ନିଶୁଳ୍କ ପ୍ରତୋପନୟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଖିଳ ଓଡିଶା ବ୍ରାହ୍ମଣ ମହାସଭା ଦ୍ୱାରା ଅନୁବନ୍ଧିତ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର ମାସିକ ବୈଠକ ସ୍ଥାନୀୟ ଶ୍ରୀ ଶ୍ରୀ ନୃସିଂହ ମନ୍ଦିର କାର୍ଯ୍ୟାଳୟରେ ମହାସଭାର କାର୍ଯ୍ୟକାରୀ ପରିଷଦର ବୈଠକ ସଭାପତି ପ୍ରାଣବଲ୍ଲଭ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ
Read More...

ନୂଆ ବର୍ଷରେ ଅଫିସକୁ ଫୁଲତୋଡ଼ା ଆଣିବା ମନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନୂଆବର୍ଷରେ ଅଫିସକୁ ଫୁଲତୋଡ଼ା ଆଣିବା ମନା କରିଛନ୍ତି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଫୁଲତୋଡ଼ା, ମିଠା ସହ ଉପହାର ଆଣିବାକୁ ବାରଣ କରାଯାଇଛି । ନୂଆବର୍ଷରେ ଗଞ୍ଜାମ ଜିଲ୍ଲାର କୌଣସି ଅଫିସକୁ ଫୁଲତୋଡ଼ା ଆଣିବା ମନା ହୋଇଛି । ଚଳିତ ନୂଆବର୍ଷ ଠାରୁ
Read More...

ମହାମାରୀ ପ୍ରସ୍ତୁତି ପାଇଁ ଅନ୍ତର୍ଜାତୀୟ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : "ମହାମାରୀ ପ୍ରସ୍ତୁତି ପାଇଁ ଅନ୍ତର୍ଜାତୀୟ ଦିବସ" ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଯାହା ପ୍ରତ୍ୟେକ ବ୍ୟକ୍ତି, ପ୍ରତ୍ୟେକ ଅନୁଷ୍ଠାନ ଏବଂ ପ୍ରତ୍ୟେକ ସରକାରଙ୍କୁ ଶିକ୍ଷା ଏବଂ ସଚେତନତା ବୃଦ୍ଧି କାର୍ଯ୍ୟକଳାପ ମାଧ୍ୟମରେ ଜାତୀୟ ପରିପ୍ରେକ୍ଷୀ ଏବଂ
Read More...

ହସ୍ପିଟାଲ ଓ ନୂତନ ବସଷ୍ଟାଣ୍ଡକୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଅସ୍ଥାୟୀ ଭାବେ ହାତୀଶାଲ ଠାରେ ନିର୍ମାଣ ହେଉଥିବା ନୂତନ ବସଷ୍ଟାଣ୍ଡକୁ ଅଚାନକ ଗସ୍ତ କରିବା ସହ ସ୍ଥିତି ପରଖିଛନ୍ତି । ଗତ ସପ୍ତାହରେ ଜିଲ୍ଲାପାଳ ମେଡିକାଲର ସମସ୍ତ
Read More...

ସୁବର୍ଣ୍ଣ ଭାରତୀ ପରିବାର ପକ୍ଷରୁ ସେବା ସମ୍ମାନ ସମାରୋହ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣ ଭାରତୀ ପରିବାର ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ "ସେବା ସମ୍ମାନ ସମାରୋହ ୨୦୨୪, ୨୦୨୫ ଓ ୨୦୨୬" ପାଇଁ ବିଭିନ୍ନ କ୍ଷେତ୍ରରେ ସେବା ଓ ସମାଜର ହିତ ପାଇଁ କାର୍ଯ୍ୟକରି ଆସୁଥିବା ୬୦ରୁ ଉର୍ଦ୍ଧ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା
Read More...

ଫିଲ୍ମ ଡାଇରେକ୍ଟର ବାପି ଡେଭିଡଙ୍କ ହୃଦ୍ ଘାତରେ ମୃତ୍ୟୁ : ଅଞ୍ଚଳରେ ଦୁଃଖର ମାହୋଲ୍

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଏକ୍ସମାସ ଉପଲକ୍ଷେ ସିଏନଆଇ ଚର୍ଚ୍ଚର ପରିବାର ସଦସ୍ୟମାନଙ୍କ ମଧ୍ୟରେ ସିନିଅର୍ ଜୁନିଅର ମଧ୍ୟରେ ବନ୍ଧୁତ୍ୱ ପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ସିଟି ସ୍କୁଲ ଖେଳ ପଡ଼ିଆରେ ଚାଲିଥିଲା । ସେଠାରେ ସମସ୍ତେ ମିଶି ଖେଳୁଥିଲେ ବାପି ଡେଭିଡ । ତେବେ ୱିକେଟ କିପିଂ କରି
Read More...

ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲାସ୍ତରୀୟ ଜନ୍ମ ଜୟନ୍ତୀ ଓ ସୁଶାସନ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲାସ୍ତରୀୟ ଜନ୍ମ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ ହୋଇଛି । ଓସୱାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ସଭାପତିତ୍ୱ କରିଥିଲେ । ସରକାରଙ୍କ
Read More...

ସେବା ଗୌରବ ସମ୍ମାନରେ ସମ୍ମାନିତ ହେଲେ ତୋରା ଗ୍ରାମର ଡକ୍ଟର ସସ୍ମିତା ମେହେର

ସାଲେଭଟା, (କେପିଏନ୍‌ଏସ୍‌) : ମାଗଣା ସିଲେଇ ଶିକ୍ଷା ଏବଂ ମାଗଣା ବାନ୍ଧ ଶିକ୍ଷା ଦେଇ ଶହ ଶହ ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରି ଚର୍ଚ୍ଚାରେ ଥିବା ବରଗଡ ଜିଲ୍ଲା ଅନ୍ତର୍ଗତ ତୋରା ଗ୍ରାମର ଡକ୍ଟର ସସ୍ମିତା ମେହେର ସେବା ଗୌରବ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ତାଙ୍କର ଏହି ସମ୍ମାନିତ ଖବର
Read More...

କପିଲାଭଟା ପଂଚାୟତ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ – ଜି ରାମ ଜି ଉପରେ ସ୍ୱତନ୍ତ୍ର ଗ୍ରାମସଭା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ସକ୍ଷମ ପଞ୍ଚାୟତ, ବିକଶିତ ଭାରତ ଜି ରାମ ଜି ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ କପିଲାଭଟା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଜ୍ଞାନ
Read More...

ସରକାରୀ ଚାକିରୀ ଛାଡି ପନିପରିବା ଚାଷ କରି ନିଜେ ସ୍ୱାବଳମ୍ବୀ ହେବା ସହ ଅନ୍ୟ ୧୦ ଗୋଟି ପରିବାରଙ୍କୁ ଦେଇଛନ୍ତି…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଚାଷ କାମ ଯାହାର କେଡେ ସୁଖ ତାହାର । ଏହି ଉକ୍ତିକୁ ଠିକ୍‌ ଭାବରେ ବୁଝିଛନ୍ତି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ଗାଁର ଯୁବ ଚାଷୀ କମ୍ବୁପାଣି ପୋଡ଼ । ଚାଷ ପ୍ରତି ତାଙ୍କର ବହୁତ ଆଗ୍ରହ । ନିଜର ପରିଶ୍ରମ କରି ଏକର ଏକର ଚାଷ ଜମିରେ
Read More...