ଟାଇକଣ୍ଡୋ ପ୍ରତିଯୋଗିତା ପାଇଁ ବଲାଙ୍ଗିର ଦଳର କଟକ ଗସ୍ତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ କଟକର ନେତାଜୀ ଇନଡୋର ଷ୍ଟାଡିୟମରେ ଓଡିଶା ଟାଇକଣ୍ଡୋ ଏସୋସିଏସନ ତରଫରୁ ରାଜ୍ୟ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା ଜାତୀୟ!-->…
Read More...
Read More...