ଟୁପାଉଡ଼ାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପବିତ୍ର ଗୁରୁ ଦିବସ ପାଳିତ

ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବଛାଙ୍କୁ ସ୍ଵତନ୍ତ୍ର ସମ୍ବର୍ଦ୍ଧନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ସମସ୍ତ ବିଦ୍ୟାଳୟ ଭଳି ଟୁପାଉଡାର ପଞ୍ଚାୟତ ସଦର ମହକୁମାରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଉତ୍ସାହ ଓ ଉଦ୍ଦୀପନାର
Read More...

କଟାଡୁଙ୍ଗୁରୀ ପ୍ରାଥମିକ ବିଦ୍ୟାଳୟରେ ପବିତ୍ର ଗୁରୁ ଦିବସ ଉତ୍ସାହ ଓ ଶ୍ରଦ୍ଧାର ସହ ପାଳିତ

ଅବସରପ୍ରାପ୍ତ ଶିକ୍ଷକ ଧର୍ମୁ ବାଗଙ୍କୁ ସ୍ଵତନ୍ତ୍ର ସମ୍ବର୍ଦ୍ଧନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନରେ ଶନିବାର ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ,
Read More...

ନେପାଳ ବନ୍ୟା ତ୍ରାସଦୀକୁ ନେଇ ରାଉରକେଲାରେ ଶାନ୍ତିପାଠ : ଦିବଙ୍ଗତଙ୍କ ଆତ୍ମାର ଶାନ୍ତି ପାଇଁ ଦୀପ ପ୍ରଜ୍ୱଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନେପାଳରେ ଆସିଥିବା ଭୟଙ୍କର ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପ୍ରତି ସମ୍ବେଦନା ଜଣାଇ ରାଉରକେଲା ସ୍ମାର୍ଟ ସିଟିର ଉଦିତ ନଗର ସ୍ଥିତ ଆମ୍ବେଦକର ଛକରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଶିବ ସେନା ପାର୍ଟିର ଜିଲ୍ଲା
Read More...

ଟିଟିଲାଗଡ଼ରେ ରୋମାଞ୍ଚକର ସେମିଫାଇନାଲ୍, ପେନାଲ୍ଟି ସୁଟ୍‌ଆଉଟ୍‌ରେ ଖଜୁରପଡ଼ାର ବାଜିମାତ୍

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଆଥଲେଟିକ୍ ଆସୋସିଏସନ୍ ପକ୍ଷରୁ ଆୟୋଜିତ ବଲାଙ୍ଗିର ଜିଲ୍ଲା ସିନିୟର୍ ଡିଷ୍ଟ୍ରିକ୍ଟ ନକ୍‌ଆଉଟ୍ ଫୁଟବଲ୍ ପ୍ରତିଯୋଗିତାର ପଞ୍ଚମ ଦିନରେ ଖେଳାଯାଇଛି ଦ୍ୱିତୀୟ ସେମିଫାଇନାଲ୍ ମ୍ୟାଚ୍ । ଟିଟିଲାଗଡ଼ ଷ୍ଟାଡିୟମ୍‌ରେ ଆୟୋଜିତ ଏହି ମ୍ୟାଚ୍‌କୁ ନେଇ
Read More...

ଟିଟିଲାଗଡ଼ରେ ଭକ୍ତିମୟ ପରିବେଶରେ ଜନ୍ମାଷ୍ଟମୀ ଉପଲକ୍ଷେ ଭଜନ ସନ୍ଧ୍ୟା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପବିତ୍ର ଜନ୍ମାଷ୍ଟମୀ ଅବସରରେ ଭକ୍ତି ଓ ଉତ୍ସାହରେ ଚଳଚଞ୍ଚଳ ହୋଇଉଠିଥିଲା ଟିଟିଲାଗଡ଼ ସହର । ସହରର ରଘୁନାଥପଡ଼ାସ୍ଥିତ ରାଧାକୃଷ୍ଣ ମନ୍ଦିରରେ ଧୁମଧାମରେ ପାଳିତ ହୋଇଥିଲା ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ । ମନ୍ଦିର ପରିଚାଳନା କମିଟି ପକ୍ଷରୁ ମନ୍ଦିର ପରିସରକୁ
Read More...

ଗୁରୁ ଦିବସ ଅବସରରେ ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଞ୍ଚଳିକ ସାଧନ ସଂଯୋଜକ
Read More...

ଶାନ୍ତିପଡ଼ା ପୂଜା ମଣ୍ଡପରେ ବୈଠକ, ନୂଆ କମିଟି ଗଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଶାନ୍ତିପଡ଼ା ଆଗାମୀ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳା ଓ ଧୁମଧାମରେ ପାଳନ କରିବା ନେଇ ଶାନ୍ତିପଡ଼ା ପୂଜା ମଣ୍ଡପରେ ବରିଷ୍ଠ ଓ କନିଷ୍ଠ ସଦସ୍ୟମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ସର୍ବସମ୍ମତିକ୍ରମେ ଚଳିତ ବର୍ଷର
Read More...

ଅଲାତରା ପଞ୍ଚସଖା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ଦିବସ ପାଳନ 

ମ. ରାମପୁର, (ପି. କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ପଞ୍ଚସଖା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଲାତରାରେ ପବିତ୍ର ଗୁରୁ ଦିବସ ଉତ୍ସବ ଶ୍ରଦ୍ଧା ଓ ଆନନ୍ଦର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଅଶୋକ ବିଶ୍ୱାଲ
Read More...

ଚୁଡାପାଲି ଶିଶୁ ମନ୍ଦିରରେ ଗୁରୁ ଦିବସ ପାଳନ

ସଦରବ୍ଲକ, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚୁଡାପାଲି ଠାରେ ଗୁରୁଦିବସ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଉପେନ୍ଦ୍ର ରାଣା ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରିଚାଳନା ସମିତିର ସଭାପତି କ୍ଷୀରୋଦ୍ର
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ପବିତ୍ର “ଗୁରୁ ଦିବସ” ପାଳନ

ସଦରବଲାଙ୍ଗିର, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ପବିତ୍ର "ଗୁରୁ ଦିବସ" କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ସ୍ଥାନୀୟ ଚନ୍ଦନଭାଟି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଶରତ ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ । ବିଦ୍ୟାଳୟ ପରିଚାଳନା
Read More...