ଟିଟିଲାଗଡ ଓକିଲ ସଙ୍ଘ ନିର୍ବାଚନରେ ସଭାପତି ଭାବେ ନିର୍ବାଚିତ ହେଲେ ବିକାଶ ଭୋଇ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ଟିଟିଲାଗଡ ଓକିଲ ସଙ୍ଘର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ତେବେ ସଭାପତି ପଦ ପାଇଁ ତିନିଜଣ ପ୍ରାର୍ଥୀ ଛିଡ଼ା ହୋଇଥିଲେ । ସେମାନେ ହେଲେ କୃଷ୍ଣଚନ୍ଦ୍ର ସାହୁ, ସଞ୍ଜୟ ବେହେରା ଓ ବିକାଶ ଭୋଇ । ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ କୃଷ୍ଣଚନ୍ଦ୍ର ସାହୁ!-->…
Read More...
Read More...