ସିପିଆଇଏମ୍‌ର ପୂର୍ବତନ ସାଧାରଣ ସମ୍ପାଦକ କମ୍ରେଡ ସୀତାରାମ ୟେଚୁରୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସିପିଆଇଏମ୍‌ର ପୂର୍ବତନ ସାଧାରଣ ସମ୍ପାଦକ କମ୍ରେଡ୍ ସୀତାରାମ ୟେଚୁରୀଙ୍କ ପ୍ରଥମ ମୃତ୍ୟୁବାର୍ଷିକୀରେ, ତାଙ୍କର ତ୍ୟାଗ ଏବଂ ସଙ୍ଘର୍ଷପୂର୍ଣ୍ଣ ଜୀବନର ଅମ୍ଳାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଆଜି ତାଙ୍କର ପ୍ରଥମ ମୃତ୍ୟୁ ବାର୍ଷିକୀ
Read More...

ଜନସାଥୀ ଲେଙ୍ଗୁ ମିଶ୍ରଙ୍କ ୩୧ତମ ଶ୍ରାଦ୍ଧ ବାର୍ଷିକୀ

ଲେଙ୍ଗୁ ମିଶ୍ରଙ୍କ ରାଜନୀତିର ପ୍ରାସଙ୍ଗିକତା ଆଜି ଅଧିକ ରହିଛି ବରଗଡ଼, (ନିରୋଜ କୁମାର ପାଣୀ) : ପ୍ରତିଶୋଧର ରାଜନୀତି ଆଜି ଭାରତୀୟ ରାଜନୀତିକୁ କଳୁଷିତ କରିବା ସମୟରେ ଲେଙ୍ଗୁ ମିଶ୍ରଙ୍କ ରାଜନୀତିର ପ୍ରାସଙ୍ଗିକତା ଆଜି ଅଧିକ ରହିଛି । ସେ ଏକ ଚେତନା । ତାଙ୍କର ଜୀବନ ଥିଲା ନିହାତି
Read More...

ଝାରବନ୍ଧ ବ୍ଲକ ସ୍ତରୀୟ କ୍ରୀଡ଼ାରେ ଚମକିଲେ ବୈତାଲି କ୍ଲଷ୍ଟରର ଛାତ୍ରଛାତ୍ରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ପୁଣିଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି ବୈତାଲି କ୍ଲଷ୍ଟରର ଛାତ୍ରଛାତ୍ରୀ । ବିଗତ ଦୁଇ-ତିନିବର୍ଷ ମାନଙ୍କରେ ଯେଭଳି ଭାବେ ବୈତାଲି କ୍ଲଷ୍ଟରରେ ସିଆର୍‌ସିସି ଦିବସ କୁମାର
Read More...

କଣ୍ଟାବାଞ୍ଜିରେ ଦୃତ ଗତିରେ ଆସି ଗ୍ୟାରେଜକୁ ପଶିଗଲା ୪୦୭ ଗାଡ଼ି

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ଦୃତ ଗତିରେ ଆସି ବାଇକ୍ ଗ୍ୟାରେଜକୁ ପଶିଗଲା ୪୦୭ ଗାଡ଼ି । ଗ୍ୟାରେ୍‌ଜରେ ଥିବା ବାଇକ୍‌ ହୋଇଗଲା ଚୁର୍‌ମାର୍‌ । ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ଦେଖିବାକୁ ମିଳିଛି । ୪୦୭ ଗାଡ଼ି (ଓଆର୍‌ ୦୩ ଏଫ୍‌ ୬୧୮୯) ତୁରେକେଲାରୁ କଣ୍ଟାବାଞ୍ଜି
Read More...

ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଏବଂ ରାଜ୍ୟସଭା ଅଧ୍ୟକ୍ଷ ଭାବରେ ଶପଥ ଗ୍ରହଣ କଲେ ଶ୍ରୀ ସି.ପି. ରାଧାକୃଷ୍ଣନ୍

ନୂଆଦିଲ୍ଲୀ, (ପିଆଇବି) : ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଏବଂ ରାଜ୍ୟସଭା ଅଧ୍ୟକ୍ଷ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ଶପଥ ପାଠ
Read More...

ଅରବିନ୍ଦ ପଟେଲଙ୍କ ଅକାଳ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଜଗଦଲପୁର ଚନ୍ଦ୍ର ଶେଖର ହାଇସ୍କୁଲର ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ କୃଷ୍ଣଚନ୍ଦ୍ର ପଟେଲଙ୍କ ଜ୍ୟେଷ୍ଠ ପୁତ୍ର ଅରବିନ୍ଦ ପଟେଲ(୨୯)ଙ୍କ ଭୁବନେଶ୍ବର ମଣିପାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ଦେହାନ୍ତ
Read More...

ଦେଶର ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ଜନସାଧାରଣଙ୍କ ସେବା ପ୍ରତି ସମର୍ପିତ ଏକ ସଫଳ ଉପରାଷ୍ଟ୍ରପତି କାର୍ୟ୍ୟକାଳ ପାଇଁ ଶ୍ରୀ ରାଧାକୃଷ୍ଣନଙ୍କୁ
Read More...

ଉପରାଷ୍ଟ୍ରପତି ସି.ପି.ରାଧାକୃଷ୍ଣନଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନ ଗଣତନ୍ତ୍ର ମଣ୍ଡପ ଠାରେ ଆୟୋଜିତ ଏକ ଶପଥ ଗ୍ରହଣ ସମାରୋହରେ ସି.ପି.ରାଧାକୃଷ୍ଣନଙ୍କୁ ଦେଶର ଉପରାଷ୍ଟ୍ରପତି ରୂପେ ଶପଥ ପାଠ କରାଇଛନ୍ତି ।
Read More...

ରାସ୍ତାରୁ ପାଇଥିବା ୨ ଲକ୍ଷ ଟଙ୍କାର ଚେକ୍‌ ଫେରାଇଲେ ଗଣମାଧ୍ୟମ ପ୍ରତିନିଧି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଙ୍ଗୋମୁଣ୍ଡା ବ୍ଲକ ଛକ ରାସ୍ତାରେ ପାଇଥିବା ୨ ଲକ୍ଷ ଟଙ୍କାର ଚେକ ଫେରାଇ ମହାନତା ଦେଖାଇଲେ ଅଞ୍ଚଳର ଯୁବ ୨ ଗଣମାଧ୍ୟମ ପ୍ରତିନିଧି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଗଁରେଇ ପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ଡୋଲାମଣି
Read More...

ସ୍ମାଇଲ ଫାଉଣ୍ଡେସନ ତରଫରୁ ପୋଷଣ ସପ୍ତାହ ଦିନ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକର ରୁଷୁଡ଼ା ଗ୍ରାମର ହାଇସ୍କୁଲରେ ବଲାଙ୍ଗିରର ସ୍ମାଇଲ ଫାଉଣ୍ଡେସନ ତରଫରୁ ଜାତୀୟ ପୋଷଣ ସପ୍ତାହ ପାଳନ ଅବସରରେ ପୋଷଣ ଦିନ ପାଳନ କରାଯାଇଛି । ଏହି ଅବସରରେ ଅନୁଷ୍ଠାନ ତରଫରୁ ଡା. ସନ୍ଧ୍ୟାରାଣୀ ଖୁଣ୍ଟିଆ ଉକ୍ତ ଦିବସର
Read More...