ଜାତୀୟ ଶକ୍ତି ସଂରକ୍ଷଣ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରତିବର୍ଷ, ଭାରତ ଡିସେମ୍ବର ୧୪ ତାରିଖରେ "ଜାତୀୟ ଶକ୍ତି ସଂରକ୍ଷଣ ଦିବସ" ପାଳନ କରେ । ଶକ୍ତି ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟକରୁଥିବା ବ୍ୟୁରୋ ଅଫ୍ ଏନର୍ଜି ଏଫିସିଏନ୍ସି (ବିଇଇ) ଦ୍ୱାରା ଏହି ଦିବସ ଆୟୋଜନ କରାଯାଏ । ଯାହାର ଲକ୍ଷ୍ୟ ହେଉଛି
Read More...

ଇସ୍ପାତ ଶିଳ୍ପରେ ଶକ୍ତି ସଂରକ୍ଷଣ ସୁଯୋଗ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥାନୀୟ କେନ୍ଦ୍ରର ଇଞ୍ଜିନିୟର୍ସ ସଂସ୍ଥା (ଭାରତ) ଦ୍ୱାରା "ଇସ୍ପାତ ଶିଳ୍ପରେ ଶକ୍ତି ସଂରକ୍ଷଣ ସୁଯୋଗ" ଶୀର୍ଷକ ଉପରେ ଅନଲାଇନ୍ ଏବଂ ଅଫଲାଇନ୍ ମୋଡ୍‌ରେ ଆଲୋଚନାଚକ୍ର ସମ୍ମିଳନୀ କକ୍ଷ ରାଉରକେଲା ସ୍ଥାନୀୟ କେନ୍ଦ୍ର ବିଲ୍ଡିଂ, ଏନଆଇଟି
Read More...

ସ୍ପନ୍ଦନ ଆୟୋଜିତ ୩୬ତମ ଜାତୀୟ ନାଟ୍ୟ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଆନୁକୂଲ୍ୟରେ ସ୍ପନ୍ଦନ, ରାଉରକେଲା ଡିସେମ୍ବର ୨୦ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସିଭିକ ସେଣ୍ଟରଠାରେ ଆୟୋଜନ କରିବାକୁ ଯାଉଛି ୩୬ତମ ସର୍ବ ଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ମହୋତ୍ସବ ୨୦୨୫ । ବିଭିନ୍ନ ଭାଷାଭାଷୀ ଲୋକମାନେ
Read More...

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତର ଓ ତୁଷୁରା କୋର୍ଟଠାରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ ତଥା
Read More...

ଶିକ୍ଷକ ପାଇଁ ସ୍କୁଲ ସମ୍ମୁଖରେ ଧାରଣାରେ ବସିଲେ ଗ୍ରାମବାସୀ

କେସିଙ୍ଗା, (ପ୍ରୀତେଶ ପଟେଲ) : ସରକାର ପିଲାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଯୋଜନା କରୁଛନ୍ତି କିନ୍ତୁ ତାହା ଗ୍ରାଉଣ୍ଡ ଜିରୋରେ ଦୂର ଦୂରାନ୍ତ ପର୍ଯ୍ୟନ୍ତ ଦିଶୁନାହିଁ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ହାତିଖୋଜ ପଞ୍ଚାୟତ ଅଧୀନରେ ଥିବା ସୀଙ୍ଗାରି
Read More...

୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁତଲା ବ୍ଲକ ଅନ୍ତର୍ଗତ ଭାଲେରଠାରେ ଭାଲେର ଧନୁଯାତ୍ରା ସାଂସ୍କୃତିକ ପରିଷଦ ପକ୍ଷରୁ ହେବାକୁଥିବା ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ ହୋଇଯାଇଛି । ଗ୍ରାମର ଇଷ୍ଟଦେବୀ ମା' ସମଲେଶ୍ୱରୀଙ୍କ ମନ୍ଦିରଠାରୁ
Read More...

କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା

ଏସ.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ
Read More...

ରାମପୁର ବାଳିକା ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା

ଏସ.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ବାଳିକା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ପ୍ରଦୀପ୍ତ କିଶୋର ଦାଶଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ ଡାକ୍ତର
Read More...

ମେଲଛାମୁଣ୍ଡା ଗୌନ୍ତିଆ ଦୀପକ ଭୋଇଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗୌନ୍ତିଆ ତଥା ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ଦୀପକ କୁମାର ଭୋଇଙ୍କ ଶନିବାର ଅପରାହ୍ନରେ ରାୟପୁର ସ୍ଥିତ ଶ୍ରୀବାଲାଜୀ ମଲଟିସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ
Read More...

ଆରମ୍ଭ ହେଲା ଜିଲ୍ଲା କ୍ରୀଡ଼ା ମହାକୁମ୍ଭ : ଯୋଗଦେଲେ ୭୬୫ ଖେଳାଳୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ଜିଲ୍ଲା କ୍ରୀଡ଼ା ସଂଘ ପକ୍ଷରୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା କ୍ରୀଡା ସଂଘ ସଭାପତି ତଥା ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଅତିଥିମାନଙ୍କୁ ଭବ୍ୟ
Read More...