ଗ୍ରାମପଥର କବି ବିନୋଦ ଚନ୍ଦ୍ର ନାୟକଙ୍କ ଜୟନ୍ତୀ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ପାନପୋଷ ସ୍ଥିତ ରଘୁନାଥପାଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଗ୍ରାମପଥର କବି ବିନୋଦ ଚନ୍ଦ୍ର ନାୟକଙ୍କ ଜୟନ୍ତୀ ଓ ଜୀବନାଦର୍ଶ ସମ୍ପର୍କରେ ଆଲୋଚନା ଚକ୍ର ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ।!-->…
Read More...
Read More...