ଭାରସାମ୍ୟ ହରାଇ ମର୍ମନ୍ତୁଦ ବାଇକ ଦୁର୍ଘଟଣା : ଯୁବକ ଯୁବତୀ ମୃତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବଣ୍ଡଗୁଡ଼ା ନିକଟସ୍ଥ କାଣିବାରୁଡ଼ି ଛକ ନିକଟରେ ଏକ ବାଇକ ଦୁର୍ଘଟଣା ହୋଇଛି । ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଧକ୍କା ଦେବାରୁ ଦୁର୍ଘଟଣାରେ
Read More...

ବେଲଘର ବନାଞ୍ଚଳରେ ହାତୀ ମୃତ୍ୟୁ ଘଟଣା : ତଦନ୍ତ ପାଇଁ ପହଞ୍ଚିଲେ ଡିଏଫଓ

- ହାତୀମୃତ୍ୟୁର ରହସ୍ୟ ଖୋଲିବ କି ? ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଝିରିପାଣି ପଞ୍ଚାୟତର ସିମିଲିପଦର ନିକଟସ୍ଥ ମୁଣ୍ଡୁଟି ଜଙ୍ଗଲରେ ଏକ ହାତୀ ଜାନୁୟାରୀ ୫ ତାରିଖରେ ମୃତ୍ୟୁ ବରଣ କରିଥିବା ବେଳେ ଏହା ଲୋକ ଲୋଚନକୁ ନ
Read More...

ବେଲଘର ବନାଞ୍ଚଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ଚଳିତ ମାସ ଜାନୁଆରୀ ୫ ତାରିଖରେ
Read More...

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଜାନୁଆରୀ ୨୬ ତାରିଖକୁ ସାରା ଦେଶରେ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯିବ । ତେବେ ଏହାକୁ ଦୃଷ୍ଟିରେ ରଖି ସୋମବାର ସଂଧ୍ୟାରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ପଦ୍ମନାଭ ସାମନ୍ତରାୟଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ
Read More...

ଗ୍ରାମାଞ୍ଚଳ ଶିକ୍ଷାର ଦଦରା ଚିତ୍ର : ବରଷା ଆସିଲେ ଉପସ୍ଥାନ ଶୂନ

ଜୟପାଟଣା, (ଶେଷଦେବ ବେହେରା) : ସର୍ବଶିକ୍ଷା ଅଭିଯାନ ଲାଗୁ ହେବା ପରେ ସରକାର ଶିକ୍ଷା ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ପାଇଁ ପ୍ରୟାସ କରିଛନ୍ତି । କିନ୍ତୁ ଉଚ୍ଚ ଶିକ୍ଷା ପାଇଁ ଅନେକାଂଶ ଅଞ୍ଚଳରେ ଭିତ୍ତିଭୂମିର ବିକାଶ ନଥିବାରୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରତି ଆଗ୍ରହ ଥାଇ ସୁଦ୍ଧା
Read More...

ଟିଟିଲାଗଡ଼ରେ ମହାଶିବରାତ୍ରି ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆସନ୍ତା ଫେବୃୟାରୀ ୧୫ ତାରିଖରେ ହେବ ପବିତ୍ର ମହା ଶିବରାତ୍ରି । ତେବେ ଏହାକୁ ଦୃଷ୍ଟିରେ ରଖି ସୋମବାର ଦିନ ଟିଟିଲାଗଡ଼ ଦଧିବାମନ ଟ୍ରଷ୍ଟ ପକ୍ଷରୁ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ସଭା ଗୃହରେ ଟ୍ରଷ୍ଟ ସଭାପତି ତଥା ଟିଟିଲାଗଡ଼ ଉପଜିଲ୍ଲାପାଳ ପଦ୍ମନାଭ
Read More...

ପାତଳପଡ଼ା ଗ୍ରାମୀଣ କ୍ରିକେଟ କପ : ବଙ୍ଗୋମୁଣ୍ଡା ଚମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ପାତଲପଡ଼ା ଗାଁ ପଡିଆରେ ଚାଲିଥିବା ଗ୍ରାମୀଣ କ୍ରିକେଟ କପ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରା ଯୋଗଦେଇ
Read More...

ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ବଡ଼ଗମଡାକୁ ହରାଇ କ୍ୱାର୍ଟର ଫାଇନାଲରେ କଣ୍ଟାବାଞ୍ଜି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର, ବଙ୍ଗୋମୁଣ୍ଡା ଓ ୟୁନିକ ଷ୍ଟାର ସ୍ପୋର୍ଟସ କ୍ଲବ ପକ୍ଷରୁ ଦ୍ୱିତୀୟ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଦିବସରେ ମୁଖ୍ୟ
Read More...

କରାଟେ ଓ ଟାଇକଣ୍ଡୋ ସଂଘର ବେଲ୍ଟ ଗ୍ରେଡିଂ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ କରାଟେ ସ୍କୁଲରେ ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ମିଳିତ ଉଦ୍ୟମରେ ବେଲ୍ଟ ଗ୍ରେଡିଂ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଂପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ
Read More...

ଭିବି-ଜି ରାମ ଜି ଉପରେ ଜନ ଜାଗରଣ ଉପଲକ୍ଷେ ଜିଲ୍ଲା ସ୍ତରୀୟ କର୍ମଶାଳା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଭାରତୀୟ ଜନତା ପାର୍ଟି ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ଶାଖା ପକ୍ଷରୁ ବିକଶିତ ଭାରତ ଗ୍ୟାରେଣ୍ଟି ରୋଜଗାର ଆଜୀବିକା ମିଶନ ଗ୍ରାମୀଣ (ଭିବି-ଜି ରାମ ଜି) ଉପରେ ଜନଜାଗରଣ ଅଭିଯାନ ଉପଲକ୍ଷେ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ
Read More...