ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ବିଦାୟ ସମ୍ବର୍ଦ୍ଧନା
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଭୁରଞ୍ଜନ ପଟ୍ଟନାୟକଙ୍କ କାର୍ଯ୍ୟକାଳ ସରିଯିବା ପରେ ତାଙ୍କୁ ମହାବିଦ୍ୟାଳୟ ତରଫରୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି । ଆଇନ ମହାବିଦ୍ୟାଳୟର ଆଲୁମିନି ଆସୋସିଏସନ୍ର ସଭାପତି ଡ. ସୁମନ ଦତ୍ତଙ୍କ ଅଧ୍ୟକ୍ଷତା!-->…
Read More...
Read More...