ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକ ଦିବସୀୟ ପ୍ରଶିକ୍ଷଣ
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା କନଫରେନ୍ସ ହଲ ଠାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବଲାଙ୍ଗିର ତରଫରୁ ଆୟୋଜିତ ତଥା ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ, ଓଡି଼ଶା ସରକାର ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା, ଭୁବନେଶ୍ୱରର!-->…
Read More...
Read More...