ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଶନିବାର ଉଦଯାପିତ ହୋଇଯାଇଛି । ବିଦ୍ୟାଳୟ ପରିସର କ୍ରୀଡା ପଡିଆରେ ଆୟୋଜିତ ପ୍ରଥମ ତଥା ଉଦଘାଟନୀ ଉତ୍ସବରେ ବିଦ୍ୟାଳୟର!-->…
Read More...
Read More...