ବଲାଙ୍ଗିର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକ ସୁରକ୍ଷା ପାଇଁ ଦାବିପତ୍ର ପ୍ରଦାନ
ବଲାଙ୍ଗିର, (କେପିଏନ୍ଏସ୍) : ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ପେନସନ ପ୍ରଦାନ, ସ୍ୱାସ୍ଥ୍ୟବୀମା ଯୋଜନାରେ ସମ୍ପ୍ରସାରଣ, ବ୍ୟାପକ ଅଧିସ୍ୱୀକୃତି ପ୍ରଦାନ, ଓଡ଼ିଶା ପ୍ରେସ ଏକାଡେମୀ ଗଠନ ଓ ମୃତ୍ୟୁ ଅନୁକମ୍ପା ରାଶି ଦଶ ଲକ୍ଷ ଟଙ୍କା ବୃଦ୍ଧି ଦାବିରେ ଆଜି ଉତ୍କଳ ସାମ୍ବାଦିକ ସଂଘ, ଓଡିଶାର!-->…
Read More...
Read More...