ଇଲେକ୍ଟ୍ରୋନିକ୍ ଉତ୍ପାଦନରେ ଭାରତ ବିଶ୍ୱର ନିର୍ଭରଯୋଗ୍ୟ ମୂଲ୍ୟ ଓ ଯୋଗାଣ ଶୃଙ୍ଖଳ ଅଂଶୀଦାର ହେବ : ଅଶ୍ୱିନୀ ବୈଷ୍ଣବ

ବିଶାଖାପାଟଣାରେ ଗୁଗୁଲ୍ କ୍ଲାଉଡ୍ ଇଣ୍ଡିଆ ଏଆଇ ହବ୍ ଭୂମିପୂଜନରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀବିଶାଖାପାଟଣା ‘ଏଆଇ ପାଟଣମ୍’ ହେବାକୁ ଯାଉଛି; ଭାରତର ଏଆଇ ଓ ଡାଟା ବିପ୍ଳବକୁ ଆଗେଇ ନେଉଛି ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି, ରେଳ ଏବଂ ସୂଚନା ଓ…
Read More...

କୁଖ୍ୟାତ ନିଶା ଚାଲାଣକାରୀ ମହମ୍ମଦ ସଲିମ ଡୋଲାକୁ ତୁର୍କୀରୁ ଭାରତ ଆଣିବାରେ ସଫଳ ହେଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ…

ନାର୍କୋ ସିଣ୍ଡିକେଟ୍ ବିରୋଧରେ ଶୂନ ସହନଶୀଳତା ନୀତିସଲିମ ଡୋଲାର ପ୍ରତ୍ୟର୍ପଣ ନିଶା ଅପରାଧୀ ଓ ଅପରାଧ ସଂଗଠନର ସଦସ୍ୟମାନଙ୍କ ବିରୋଧରେ ମୋଦୀ ସରକାରଙ୍କ ଶୂନ ସହନଶୀଳତା ନୀତିର ପରିଣାମଯେଉଁଠାରେ ଲୁଚି ରୁହନ୍ତୁ ନା କାହିଁକି, ନିଶା ଚାଲାଣକାରୀଙ୍କ ପାଇଁ ଆଉ କୌଣସି ସ୍ଥାନ ସୁରକ୍ଷିତ…
Read More...

ଜୟନ୍ତୀ ପଟେଲ ହେଲେ ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ

ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସର୍ବଭାରତୀୟ ମହିଳା କଂଗ୍ରେସର ସଭାନେତ୍ରୀ ଅଳକା ଲାମ୍ବାଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ଜିଲ୍ଲା ସଭାନେତ୍ରୀ ଭାବେ ଆଗଲପୁର ବ୍ଲକର ନାରୀ ନେତ୍ରୀ ଜୟନ୍ତୀ ପଟେଲ ଜିଲ୍ଲା…
Read More...

ବେଲବାହାଲିରେ ଲୋକଙ୍କୁ ଭେଟିଲେ ନରସିଂହ

ବିଜୁଳି ଏବଂ ପାଣି ସମସ୍ୟା ନେଇ ଲୋକେ କଲେ ଅଭିଯୋଗ ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ବୁବେଲ ପଂଚାୟତ ଅନ୍ତର୍ଗତ ବେଲବାହାଲି ଗ୍ରାମକୁ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଗସ୍ତ କରି ଲୋକଙ୍କର ବିଭିନ୍ନ ସମସ୍ୟା ଶୁଣିଲେ ।…
Read More...

ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ସଚ୍ଚିଦାନନ୍ଦ ନାୟକଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଭାବେ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ସଚ୍ଚିଦାନନ୍ଦ ନାୟକ ପଦବୀ ଅଳଙ୍କୃତ କରିଛନ୍ତି । ଏନେଇ ଆନୁଷ୍ଠାନିକ ଭାବେ ମଙ୍ଗଳବାର ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ…
Read More...

ବ୍ରାହ୍ମଣୀଗାଁ ବନାଞ୍ଚଳରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ-ଗଞ୍ଜାମ-ଗଜପତି ଜିଲ୍ଲା ସୀମାନ୍ତ ବ୍ରାହ୍ମଣୀଗାଁ ବନାଞ୍ଚଳରେ ହାତୀ ପଲ ବୁଲୁଥିବା ଖବର ଅଞ୍ଚଳରେ ଭୟ ସୃଷ୍ଟି କରିଛି । ତେବେ କେତେ ଗୋଟି ହାତୀ ଆସିଛନ୍ତି, କେଉଁ ଠାରୁ ଆସିଛନ୍ତି, କେଉଁ ଦିଗକୁ ମୁହାଁଇ ଛନ୍ତି ତାହା ସ୍ପଷ୍ଟ ଜଣା ପଡ଼ୁ ନ…
Read More...

ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଆନୁକୂଲ୍ୟରେ ସ୍ୱାଭିମାନ ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଆନୁକୂଲ୍ୟରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ ସ୍ଥାନୀୟ ତୋଷାଳୀ ବିଦ୍ୟା ମନ୍ଦିର ଠାରେ ସଭାପତି ଡ. ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହାକୁ ସ୍ୱାଭିମାନ ଦିବସ ରୂପେ ପାଳନ କରି…
Read More...

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ୟାହତ ଯୋଗୁଁ ବାଲିଗୁଡାବାସୀ ହନ୍ତସନ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶାର ବୃହତ୍ତମ ଉପଖଣ୍ଡ ଭାବେ ବେଶ ପରିଚିତ ଥିବା କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଆଜକୁ ଦୀର୍ଘଦିନ ହେଲା ମୋବାଇଲ ନେଟୱର୍କ ସେବା ବିପର୍ଯ୍ୟସ୍ତ ରହୁଥିବା ଯୋଗୁଁ ଉପଭୋକ୍ତା ତଥା ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା…
Read More...

ଓକିଲ ସଂଘ ପକ୍ଷରୁ ମଧୁବାବୁଙ୍କ ଜନ୍ମ ଜୟନ୍ତୀ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡା ଓକିଲ ସଂଘର ସମ୍ପାଦକ ଅନିଲ କୁମାର ଦାସ, ସଭାପତି ଟି.ହରିଶ୍ଚନ୍ଦ୍ର…
Read More...

ଟିଟିଲାଗଡ ପୌରପରିଷଦ ପକ୍ଷରୁ ୱାର୍ଡ ନମ୍ବର ୧୦ରେ ଜନଶୁଣାଣି ଓ ତିନୋଟି ସ୍ଥାନରେ ଶୀତଳ ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପୌର ପରିଷଦ ପକ୍ଷରୁ ପ୍ରତି ମଙ୍ଗଳବାରକୁ ମଙ୍ଗଳବାର ୱାର୍ଡ଼ରେ ପୌର ପ୍ରଶାସନ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ । ଆଜି ସକାଳ ଦଶଟାରେ ୱାର୍ଡ଼ ନମ୍ବର ୧୦ରେ ଏହି ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ…
Read More...