କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଆର୍ଥିକ ବର୍ଷ ୨୦୨୬/୨୭ ପାଇଁ ଗ୍ରାମ ପଞ୍ଚାୟତ ଉନ୍ନୟନ ଖସଡ଼ା (ଜିପିଡିପି) ପ୍ରସ୍ତୁତ ଅନ୍ତର୍ଗତ!-->…
Read More...
Read More...