ରିକାପଲ୍ଲୀ ସ୍କୁଲ ହଷ୍ଟେଲର ନୂତନ କୋଠା ଉଦଘାଟିତ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପୌରପାଳିକା ଅଞ୍ଚଳର ରିକାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟ ହଷ୍ଟେଲର ନୂତନ କୋଠା ରବିବାର ଉଦଘାଟିତ ହୋଇଯାଇଛି । ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ଚନ୍ଦ୍ର ନାୟକ ମୁଖ୍ୟ!-->…
Read More...
Read More...