ପଖନମୁଣ୍ଡାରେ କବିତା ଲିଖନ କର୍ମଶାଳା ଅନୁଷ୍ଠିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ କବିତା ଲିଖନ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଶିଶୁ ସାହିତ୍ୟିକ ତଥା ଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କର୍ମଶାଳାରେ ବିଦ୍ୟାଶ୍ରୀ ଭ୍ରାମ୍ୟମାଣ!-->…
Read More...
Read More...