ବଲାଙ୍ଗିରଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀରେ ଜନଜାତୀୟ ଗୌରବ ଦିବସ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଜନଜାତୀୟ ଗୌରବ ଦିବସ ୧୫ ନଭେମ୍ବର ୨୦୨୫ ଦିନ ସାରା ଦେଶରେ ପାଳନ କରାଯାଉଛି । ସେହି ଉପଲେକ୍ଷେ ବଲାଙ୍ଗିର ଜିଲ୍ଲାର ଜନଜାତୀୟ ଗୌରବ ଦିବସ ଭିମଭୋଇ ମେଡିକାଲ କଲେଜ ସ୍ଥିତ ଅଡିଟୋରିୟମଠାରେ
Read More...

ବଲାଙ୍ଗିର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସ୍ଥାନୀୟ ଆଇଟିଆଇ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ହୃଷିକେଶ ଗଣ୍ଡ, ଗୋଷ୍ଠୀଉନ୍ନୟନ ଅଧିକାରୀ, ବଲାଙ୍ଗିରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ,
Read More...

ଚିଲିକାର ପୁନର୍ବିକାଶ ଓ ଉନ୍ନତିକରଣ ସମ୍ପର୍କରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜଧାନୀ ଭୁବନେଶ୍ଵର ସ୍ଥିତ ଲୋକସେବା ଭବନ ଠାରେ ଚିଲିକାର ପୁନର୍ବିକାଶ ଓ ଉନ୍ନତିକରଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷତା କରି ବିଭିନ୍ନ ଦିଗ ଉପରେ ବିଶଦ ଆଲୋଚନା କରାଗଲା । ଏହି ବୈଠକରେ ଚିଲିକା
Read More...

ବରିଷ୍ଠ କମ୍ୟୁନିଷ୍ଟ ନେତା ଭାଗିରଥି ପ୍ରଧାନଙ୍କ ଦେହାନ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚମାଖଣ୍ଡି ପଞ୍ଚାୟତର ପୂର୍ବତନ ସମିତିସଭ୍ୟ, ତଥା ଏ-ତୋଟାପଲ୍ଲୀ ଗ୍ରାମର ବାସିନ୍ଦା ବରିଷ୍ଠ କମ୍ୟୁନିଷ୍ଟ ନେତା ସାଥୀ ଭାଗିରଥି ପ୍ରଧାନ ୭୧ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଦିନ ୧.୩୦ ସମୟରେ ତାହାଙ୍କ ଦେହାନ୍ତ ହୋଇଯାଇଛି । ସେ ଦୀର୍ଘ
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ “ସପ୍ତଶକ୍ତି ସଙ୍ଗମ” ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଦ୍ୟାଭାରତୀର ନିର୍ଦ୍ଦେଶ ଅନୁଯାୟୀ ଓଡ଼ିଶା ଶିକ୍ଷା ବିକାଶ ସମିତିଙ୍କ ଆନୁକୂଲ୍ୟରେ ଛତ୍ରପୁର ସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ "ସପ୍ତଶକ୍ତି ସଙ୍ଗମ" ଶନିବାର ଆୟୋଜିତ ହୋଇଯାଇଛି । ବ୍ରହ୍ମପୁରର
Read More...

ବୁଧାପାଲି ଗ୍ରାମରେ ସପ୍ତଶକ୍ତି ସଂଗମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବୁଧାପାଲି ଗ୍ରାମରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ସପ୍ତଶକ୍ତି ସଂଗମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଓ ବକ୍ତା ଭାବରେ ଶ୍ରୀମତୀ ଅନୁପମା ବେହେରା, ତାଳପାଲି ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପିକା ତଥା ପୂର୍ବତନ
Read More...

ବଙ୍ଗୋମୁଣ୍ଡାରେ କ୍ରିଷ୍ଣା ଲର୍ଣ୍ଣିଙ୍ଗ ସ୍କୁଲ ପକ୍ଷରୁ ରକ୍ତଦାନ ଓ ବ୍ଲଡ଼ ଗ୍ରୁପ ଚିହ୍ନଟ ଶିବିର : ୩୧ ୟୁନିଟ ରକ୍ତ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା କ୍ରିଷ୍ଣା ଲର୍ଣ୍ଣିଙ୍ଗ ସ୍କୁଲ ପକ୍ଷରୁ ରକ୍ତଦାନ ଓ ବ୍ଲଡ଼ ଗ୍ରୁପ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍କୁଲର ନିର୍ଦ୍ଦେଶକ ରାଜେଶ ଜୈନଙ୍କ ସଭାପତିତ୍ୱରେ ମୁଖ୍ୟ
Read More...

ବଙ୍ଗୋମୁଣ୍ଡାରେ ଶିକ୍ଷୟିତ୍ରୀ ଘୋଷାଦ୍ରୀ ତାଣ୍ଡି ସ୍ମାରକୀ କ୍ରିକେଟ ଲିଗ – ଗ୍ଲାଡିଏଟର ଟିମ୍ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାରେ ଭାରତୀୟ ଇଂଲିଶ ମିଡିୟମ ସ୍କୁଲ ପକ୍ଷରୁ ଚାଲିଥିବା ଶିକ୍ଷୟିତ୍ରୀ କୁମାରୀ ଘୋଷାଦ୍ରୀ ତାଣ୍ଡି ସ୍ମାରକୀ କ୍ରିକେଟ ଲିଗ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଶ୍ରୀ ଗଣେଶଙ୍କ
Read More...

୧୫୦ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଖର୍ଲିକାନୀ ବିର୍ସା ମୁଣ୍ଡା ପଡିଆରେ ମୁଣ୍ଡା ସମାଜ ଖର୍ଲିକାନୀ (ଡୁଙ୍ଗୁରିପଡା)ଙ୍କ ଆୟୋଜନ କ୍ରମେ ବିପ୍ଲବୀ ଧରତି ଆବା ବିର୍ସା ମୁଣ୍ଡା ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ଭଗବାନ ବିର୍ସାମୁଣ୍ଡାଙ୍କ ପୂଜାର୍ଚ୍ଚନା କରାଯାଇ
Read More...

ବାଘମୁଣ୍ଡ ଗାଁରେ ଧୁମଧାମରେ ଜିଲ୍ଲା ସ୍ତରୀୟ ଶିଶୁ ପ୍ରତିଭା ଓ ଗୁରୁ ପ୍ରତିଭା ମହୋତ୍ସବ ପାଳିତ

ବେଲ୍‌ପଡ଼ା, (ଭୋଜରାଜ ଦଣ୍ଡସେନା) : ଶିଶୁ ମାନଙ୍କ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ଭିନ୍ନ ଏକ ପ୍ରୟାସ ଜାରି ରହିଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିଶୁ ମାନଙ୍କୁ ଓ ଅନେକ କଳାକାରମାନଙ୍କୁ ନେଇ ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ଗାଁ ଠାରେ କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି । ଉକ୍ତ
Read More...