ଉଦ୍‌ଯାପିତ ହେଲା ଫପସି ମହୋତ୍ସବ

ଛୋଟ ଗାଁରେ ହଜାର ହଜାର ଲୋକ ଦେଖି ବିଭୋର ହେଲେ ପଦ୍ମଶ୍ରୀ ହଲଧର ସଇଁତଲା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଗଣ୍ଡପତ୍ରାପାଲି ପଞ୍ଚାୟତ ଫପସି ଖେଳ ପଡିଆ ଠାରେ ଆର୍‌ସିବି ଯୁବକ ସଂଘ ଆନୁକୂଲ୍ୟନେ ୬ ଦିନ ଧରି ଆୟୋଜିତ ହୋଇ ଥିବା ଫପସି ମହୋତ୍ସବ ଉଦଯାପିତ ହୋଇଯାଇଛି ।
Read More...

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା : ବିଭିନ୍ନ ସ୍କୁଲର ୩୯ ଜଣ ଛାତ୍ର ଛାତ୍ରୀ କଲେ ଅଂଶ ଗ୍ରହଣ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଲାୟନ୍ସ କ୍ଲବ ତରଫରୁ ବିଶ୍ଵ ବ୍ୟାପି ଶାନ୍ତିର ବାର୍ତ୍ତା ଦେବା ପାଇଁ ତଥା ଶାନ୍ତି ବିଷୟରେ ଏକ ବିଷୟ ବସ୍ତୁ ଦିଆଯାଇ ତା ଉପରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ କରାଯାଇଥାଏ । ଏହି ପ୍ରତିଯୋଗିତା ସାରା ବିଶ୍ୱରେ ଲାୟନ୍ସ କ୍ଲବ ତରଫରୁ
Read More...

ସଇଁତଲାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ଉଦଘାଟିତ

ମାଣ୍ଡିଆ ଚାହା ପିଇ ମିଶନ ଶକ୍ତି ମହିଳାଙ୍କୁ କଲେ ପ୍ରଂଶସା ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ବ୍ଲକ ସ୍ଥାନୀୟ ରେଲୱେ ଷ୍ଟେସନ ଖେଳ ପଡିଆ ଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ଅନୁଷ୍ଠିତ ହୋଇଯାଇଛି । ଟିଟିଲାଗଡ଼ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଓଡିଶା ରାଜ୍ୟପାଳ ଡକ୍ଟର ହରି ବାବୁ…

ନିଜକୁ ଚାକିରି ଖୋଜୁଥିବା ବ୍ୟକ୍ତି ଭାବରେ ଭାବନ୍ତୁ ନାହିଁ ବରଂ ଚାକିରି ସୃଷ୍ଟିକାରୀ, ନବସୃଜନକାରୀ ଏବଂ ଉଦ୍ୟୋଗୀ ଭାବରେ ଭାବନ୍ତୁ : ଓଡିଶା ରାଜ୍ୟପାଳ ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବିଜୁ ପଟ୍ଟନାୟକ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ।
Read More...

ଭିଜିଲାନ୍ସ ହାତରେ ଲାଞ୍ଚୁଆ ବରିଷ୍ଠ କିରାଣୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଆର୍‌ଡବ୍ଲୁଏସ୍‌ଏସ ଡିଭିଜନର ବରିଷ୍ଠ କିରାଣୀ ଟି. ଭେଙ୍କଟ ଗିରି ରାଓ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ସକାଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଭବାନୀପାଟଣା ସ୍ଥିତ ତାଙ୍କ ସରକାରୀ ବାସ ଭବନରେ ଗୁରୁବାର ସକାଳେ
Read More...

ଜଙ୍ଗଲୀ ହାତୀଙ୍କ ଉପଦ୍ରବ, ଅନେକ ଫସଲ ନଷ୍ଟ କରିଥିବା ଅଭିଯୋଗ : ଚାଷୀଙ୍କ ମୁଣ୍ଡରେ ଚଡକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବନାଞ୍ଚଳ ଅଧିନସ୍ତ ମୁଣ୍ଡିଗଡ଼ ପଞ୍ଚାୟତର ତିନୋଟି ଗ୍ରାମରେ କେତେକ ଜଙ୍ଗଲୀ ହାତୀପଲଙ୍କ ଉପଦ୍ରବ ବଢି ଚାଲିଛି । ସୂଚନା ଅନୁସାରେ କଳାହାଣ୍ଡି ଏବଂ ବୌଦ୍ଧ ସୀମାନ୍ତରୁ ଏହି ହାତୀପଲ ଆସି
Read More...

ପୌର ପରିଷଦର ଟେକ୍ସ କଲେକ୍ଟରଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ଦିନ ୧୨ ଟା ବେଳେ ବିଭାଗୀୟ କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ ସୋନପୁର ପୌର ପରିଷଦର ଟ୍ୟାକ୍ସ ଓ ଫି କଲେକ୍ଟର କୃଷ୍ଣଭକ୍ତ ନାଏକଙ୍କୁ ନିଲମ୍ବନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ । ପ୍ରକାଶ ଥାଉ କି ଯେ, ଗତକାଲି ଜିଲ୍ଲାର
Read More...

ମାଁ ବସ୍ତ୍ରେନ ୟୁଥ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ନିକଟସ୍ଥ କୁରସୁଡ଼ ପଞ୍ଚାୟତ ଅନ୍ତର୍ଗତ ପିପଲପଦର ଗ୍ରାମ ଆନୁକୂଲ୍ୟରେ ମହୁଲଭଟା ସର୍ବସାଧାରଣ ଖେଳ ପଡିଆଠାରେ ଆଜି ମାଁ ବସ୍ତ୍ରେନ ୟୁଥ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୦୨୫ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବରେ
Read More...

ତୁରେକେଲା ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ୨୦୨୫ ଅନୁଷ୍ଠିତ

-ସଫଳ ମତ୍ସ୍ୟ ଓ ପ୍ରାଣୀ ଚାଷୀଙ୍କୁ ସମ୍ବର୍ଦ୍ଧିତ-ଚାଷୀ ସଶକ୍ତ ହେଲେ ହିଁ ଭାରତର ବିକାଶ ସମ୍ଭବ ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ୨୦୨୫ ତୁରେକେଲା ସରକାରୀ ହାଇସ୍କୁଲ ଖେଳ ପଡିଆରେ ବୁଧବାର ଦିନ ଅନୁଷ୍ଠିତ
Read More...