ଆମେ ଓଡ଼ିଆ ଆଗାମୀ କାର୍ଯ୍ୟକ୍ରମ ପାଇଁ ପ୍ରାକ୍ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଆମେ ଓଡ଼ିଆର ଆଗାମୀ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ରାଉରକେଲା ଶାଖା ସଭାପତି ଶମ୍ଭୁନାଥ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ…
Read More...

ଆଗାମୀ ବାତ୍ୟାକୁ ନେଇ ସରକାରଙ୍କ ତତ୍ପରତା : ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ସହ ମୁକାବିଲା ପାଇଁ ନିର୍ଦ୍ଦେଶ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଗାମୀ ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ତତ୍ପରତା ବଢ଼ାଇଛନ୍ତି । ବାତ୍ୟାଜନିତ ଯେକୌଣସି ଜରୁରୀ ପରିସ୍ଥିତିର ସଫଳ ମୁକାବିଲା ଏବଂ ପ୍ରଶାସନିକ ପ୍ରସ୍ତୁତି ସୁନିଶ୍ଚିତ କରିବା ଲାଗି କନ୍ଧମାଳ…
Read More...

ଫଲସାମାଲରେ ବିଜେଡ଼ି ଜନସଂପର୍କ ପଦଯାତ୍ରା ତଥା ଆଦିବାସୀ ଭବନ ଉଦ୍‌ଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଆଭ୍ୟନ୍ତରୀଣ ଫଲସାମାଲ ଠାରେ ବିଜୁ ଜନତା ଦଳ ତରଫରୁ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଦିବାସୀ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଭାବେ ନିର୍ମିତ ନୂତନ ଆଦିବାସୀ ଭବନ ଉଦଘାଟନ…
Read More...

ତରଭାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକରେ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦଳର ବରିଷ୍ଠ ନେତା ତଥା ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଶହ ଶହ କର୍ମୀ ଓ ସମର୍ଥକ ଏକ ଶୋଭାଯାତ୍ରାରେ ବାହାରି…
Read More...

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳି ଓ ଶ୍ରଦ୍ଧାଳୁ ଭକ୍ତଙ୍କୁ ଅନ୍ନପ୍ରସାଦ ଯୋଗାଇଦେବା ପାଇଁ ବାଲିଗୁଡ଼ା ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ମନ୍ଦିର ପରିସରରେ ଭକ୍ତମାନେ…
Read More...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ବଲାଙ୍ଗିର ପ୍ରଶାସନର ଆଗୁଆ ପ୍ରସ୍ତୁତି, ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ସକ୍ରିୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ଧନଜୀବନର ସୁରକ୍ଷା ସହ ସମ୍ଭାବ୍ୟ କ୍ଷୟକ୍ଷତିକୁ ରୋକିବା ପାଇଁବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆଜି ଭର୍ଚ୍ଚୁଆଲ୍…
Read More...

ବେଲପାହାଡ଼ରେ ୩୦ ଦିନିଆ ଜାତୀୟସ୍ତରୀୟ ନାଟ୍ୟ କର୍ମଶାଳା : ଯୋଗଦେବେ ୩୬ ପ୍ରତିଭାଗୀ

ଝାରସୁଗୁଡ଼ା : ନାଟକ ଓ ଅଭିନୟ କ୍ଷେତ୍ରରେ ନୂଆ ପ୍ରତିଭା ସୃଷ୍ଟି କରିବା ଲକ୍ଷ୍ୟରେ ବେଲପାହାଡ଼ରେ ଆୟୋଜିତ ହେବାକୁ ଯାଉଛି ୩୦ ଦିନିଆ ପ୍ରଡକ୍ସନ ଓରିଏଣ୍ଟେଡ୍ ଥିଏଟର କର୍ମଶାଳା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ (ଏନ୍‌ଏସ୍‌ଡି)ର ସହଯୋଗରେ…
Read More...

ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ଗ୍ରାମରେ ପାର୍ବଣ ଲୋକକଳା ଓ ଲୋକନୃତ୍ୟ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ଗ୍ରାମରେ ପାର୍ବଣ ଲୋକକଳା ଓ ଲୋକନୃତ୍ୟ ମହୋତ୍ସବ । ୧୪ ଅକ୍ଟୋବରୁ ଆରମ୍ଭ ହୋଇ ୨୨ଅକ୍ଟୋବର ପର୍ଯ୍ୟନ୍ତ ମହାସମାରୋହରେ ପାଳିତ ହୋଇସାରିଛି । ୩୬ତମ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଅବସରରେ ଏହି ପାର୍ବଣ ଲୋକକଳା…
Read More...

ସାଉନ୍ତପୁରରେ ମା’ ସାଉନ୍ତେଶ୍ୱରୀଙ୍କ ବଏଲ ଯାତ୍ରା ସମାପନ : ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭକ୍ତି ଓ ଆସ୍ଥାର ମାହୋଲରେ ସମାପନ ହୋଇଛି ମା’ ସାଉନ୍ତେଶ୍ୱରୀ ଦେବୀଙ୍କ ପ୍ରସିଦ୍ଧ ବଏଲ ଯାତ୍ରା । ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଅନ୍ତର୍ଗତ ସାଉନ୍ତପୁର ଗ୍ରାମରେ ଆୟୋଜିତ ଏହି ମହୋତ୍ସବରେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ…
Read More...

ଆସନ୍ତାକାଲି ଉତ୍ତର ପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

● ବାରାଣସୀରେ ନୂତନ ପୋଷାକ ଉତ୍ପାଦନ କାରଖାନା ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ● ମହିଳାଙ୍କ ନେତୃତ୍ୱରେ ଉତ୍ପାଦନ କାରଖାନା ବାରାଣସୀକୁ ବିଶ୍ୱ ବଜାର ସହ ଯୋଡ଼ିବ● ବାୟୁସେନା ଦିବସ ଉପଲକ୍ଷେ ବାରାଣସୀର ନମୋ ଘାଟରେ ବିମାନ ଉଡ଼ାଣ ପ୍ରଦର୍ଶନ-୨୦୨୬ ଦେଖିବେ ପ୍ରଧାନମନ୍ତ୍ରୀ● ‘ୱିଙ୍ଗସ୍ ଓଭର୍…
Read More...